ରାଜ୍ୟରେ ଆଉ ୧୩ ଜଣଙ୍କ ଜୀବନ ନେଲା କରୋନା
ଭୁବନେଶ୍ଵର : ରାଜ୍ୟରେ ଗୁରୁବାର କରୋନାରେ ଆଉ ୧୩ ଜଣଙ୍କ ମୃତ୍ୟୁ ହୋଇଛି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୨୯୭କୁ ବୃଦ୍ଧି ପାଇଛି। ଆଜି ୧୩ ଜଣ ମୃତକଙ୍କ ମଧ୍ୟରୁ ଅନୁଗୋଳ, ବାଲେଶ୍ବର, କଟକ, ଖୋର୍ଦ୍ଧା, ନୂଆପଡା ଜିଲ୍ଲାରୁ ୨ ଜଣ ଲେଖାଏଁ, ଜଗତସିଂହପୁର, କେନ୍ଦୁଝର ଏବଂ ସମ୍ବଲପୁର ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ୍ କରି ସୂଚନା ଦିଆଯାଇଛି।
Regret to inform the demise of thirteen #COVID19 positive patients while under treatment in hospitals.
1. A 49-year old male of Bhubaneswar who was also suffering from Post MVR, Diabetes Mellitus & Hypertension.— H & FW Dept Odisha (@HFWOdisha) October 29, 2020
12. A 43-year old male of Angul district.
13. A 60-year old female of Angul district.— H & FW Dept Odisha (@HFWOdisha) October 29, 2020
Comments are closed.