www.samajalive.in
Friday, December 5, 2025
26.1 C
Bhubaneswar

କରୋନା ନେଲା ଆଉ ୨ଜୀବନ ; ରାଜ୍ୟରେ ମୃତ୍ୟୁ ସଂଖ୍ୟା ୧୬କୁ ବୃଦ୍ଧି

ଭୁବନେଶ୍ଵର: ରାଜ୍ୟରୋେ ସୋମବାର କରୋନା ନେଲା ଆଉ ଦୁଇ ମୁଣ୍ଡ । ମୟୂରଭଞ୍ଜର ଜଣେ ୬୦ ବର୍ଷ ବୟସ୍କ ଏବଂ ଗଞ୍ଜାମର ୪୬ ବର୍ଷୀୟ ବ୍ୟକ୍ତି କରୋନାରେ ମୃତ୍ୟୁବରଣ କରିଛନ୍ତି।

ମୟୂରଭଞ୍ଜର ସଂକ୍ରମିତ ଜଣକ କର୍କଟ ରୋଗରେ ପୀଡ଼ିତ ଥିଲାବେଳେ ଗଞ୍ଜାମର ମୃତକ ନିମୋନିଆରେ ଆକ୍ରାନ୍ତ ଥିଲେ। ଫଳରେ ରାଜ୍ୟରେ ମୃତ୍ୟୁ ସଂଖ୍ୟା ୧୬ରେ ପହଞ୍ଚିଲା ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ଟ୍ବିଟ କରି ସୂଚନା ଦେଇଛନ୍ତି ।

- Advertisement -

Hot this week

ବାରବାଟୀରେ ଟିକେଟ ବ୍ଲାକ !

କଟକ :ବାରବାଟୀ ମ୍ୟାଚ ଲାଗି ଅଫଲାଇନ ଟିକେଟ ବିକ୍ରି । ସୋସିଆଲ...

ଭାରତ-ରୁଷ ଶିଖର ସମ୍ମିଳନୀ: ମିଳିତ ବିବୃତିରେ କ’ଣ କହିଲେ ମୋଦୀ-ପୁଟିନ ?

ସମାଜଲାଇଭ ଡେସ୍କ: ଭାରତ ଏବଂ ରୁଷ ମଧ୍ୟରେ ୨୩ତମ ଶିଖର ସମ୍ମିଳନୀ...

ମିଳିତ ଭାବେ ୟୁରିଆ ଉତ୍ପାଦନ କରିବେ ଭାରତ-ରୁଷ

ସମାଜଲାଇଭ ଡେସ୍କ: ଆଉ ରହିବନି ୟୁରିଆ ସାରର ଅଭାବ। ଏଣିକି ଭାରତ...

୭ ବୁଝାମଣା ଉପରେ ମୋଦୀ-ପୁଟିନଙ୍କ ସହମତି, ରୁଷ ନାଗରିକଙ୍କୁ ମାଗଣା ପର୍ଯ୍ୟଟକ ଭିଜା

ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ମଧ୍ୟରେ...

ଇଣ୍ଡିଗୋ ବିମାନ ସେବା ସମସ୍ୟା : ବଡ଼ ପଦକ୍ଷେପ ନେଲା ଡିଜିସିଏ

ସମାଜ ଲାଇଭ ଡ଼େସ୍କ : ଦେଶରେ ଇଣ୍ଡିଗୋ ବିମାନ ଚଳାଚଳରେ ଦେଖା...

Related Articles

Popular Categories