www.samajalive.in
Saturday, December 6, 2025
19.1 C
Bhubaneswar

ଆଉ ୯ ଜୀବନ ନେଲା କରୋନା: କେବଳ ଗଞ୍ଜାମରୁ ୪; ରାଜ୍ୟରେ ମୃତ୍ୟୁ ସଂଖ୍ୟା ୩୦୦ ଟପିଲା

ଭୁବନେଶ୍ବର : ରାଜ୍ୟରେ ବୁଧବାର କରୋନା ଆଉ ୯ ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୩୦୦ ପାର କରିଛି। ଆଜି ଗଞ୍ଜାମ ଜିଲାରୁ ସର୍ବାଧିକ ୪ ଜଣଙ୍କର ମୃତ୍ୟୁ ହୋଇଛି। ସେହିପରି ରାୟଗଡ଼ାରୁ ୨ଜଣ। ଅନୁଗୁଳ, ବାଲେଶ୍ବର ଓ ଖୋର୍ଦ୍ଧା ଜିଲାରୁ ଜଣେ ଲେଖାଏଁ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ଏଥିସହ ରାଜ୍ୟରେ ମୋଟ କରୋନା ମୃତ୍ୟୁ ସଂଖା ୩୦୫କୁ ବୃଦ୍ଧି ହୋଇଛି।

Hot this week

ସମ୍ବଲପୁରୀ ସିନେମା ‘ସୁଟଆଉଟ ଇନ ସୋନପୁର’ର ଶୁଭ ମହୁରତ

ସମ୍ବଲପୁର: ସମ୍ୱଲପୁରର ସେନପାର୍କ ନିକଟ ଓଡିଶା ସାଂସ୍କୃତିକ ଭବନଠାରେ ଶନିବାର ସାଇଦତ୍ତ...

ସ୍ୱାମୀ ହତ୍ୟାକାରୀ ସ୍ତ୍ରୀକୁ ଆଜୀବନ କାରାଦଣ୍ଡ

ଆଠଗଡ: ଆଠଗଡ ସହରରେ ଘଟିଥିବା ଏକ ହତ୍ୟା ମାମଲା ବିଚାର କରି...

ହଷ୍ଟେଲ ଭିତରେ ପଶି ଆଖିବୁଜା ଗୁଳିମାଡ଼: ୧୧ ମୃତ, ୧୪ ଆହତ

ସମାଜଲାଇଭ ଡେସ୍କ: ଏକ ଶିକ୍ଷାନୁଷ୍ଠାନ ହଷ୍ଟେଲ ଭିତରେ ପଶି ୩ ଅଜ୍ଞାତ...

କଟକସ୍ଥିତ ସମାଜ ମୁଖ୍ୟ କାର୍ଯ୍ୟାଳୟରେ ବାବୁଜୀଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ

କଟକ: ଆଜି ମହାନ ମୁକ୍ତି ସଂଗ୍ରାମୀ ,ସମାଜ ସଂସ୍କାରକ, ଦୈନିକ ଖବରକାଗଜ...

‘ରାଧାନାଥ ରଥ ଥିଲେ ଅନନ୍ୟ ପ୍ରଜ୍ଞାଦୀପ୍ତ ପ୍ରତିଭା’

ଆଠଗଡ: ପଦ୍ମଭୂଷଣ ଡ.ରାଧାନାଥ ରଥ ଥିଲେ ଜଣେ ବିରଳ ବ୍ୟକ୍ତିତ୍ବ ଏବଂ...

Related Articles

Popular Categories