ରାଜ୍ୟରେ କରୋନା ନେଲା ଆଉ ୧୫ ଜୀବନ, ମୋଟ ମୃତ୍ୟୁ ସଂଖ୍ୟା ୧,୪୨୫
ଭୁବନେଶ୍ବର: ରାଜ୍ୟରେ ରବିବାର କରୋନା ଆଉ ୧୫ ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୧,୪୨୫କୁ ବୃଦ୍ଧି ହୋଇଛି। ଏ ନେଇ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ କରି ସୂଚନା ଦିଆଯାଇଛି।
4.A 45-year-old male of Balangir district who was also suffering from Diabetes Mellitus.
5.A 59-year-old male of Bhubaneswar who was also suffering from Diabetes Mellitus.
— H & FW Dept Odisha (@HFWOdisha) November 8, 2020
9.A 62-year-old male of Ganjam district who was also suffering from Diabetes Mellitus.
10.A 77-year-old male of Jharsuguda district who was also suffering from Diabetes Mellitus & Hypertension.
— H & FW Dept Odisha (@HFWOdisha) November 8, 2020
14.A 63-year-old male of Sambalpur district who was also suffering from Diabetes Mellitus.
15.A 50-year-old male of Sundargarh district.
— H & FW Dept Odisha (@HFWOdisha) November 8, 2020
ସୂଚନା ଅନୁଯାୟୀ, ଆଜି କରୋନାରେ ୧୫ଜଣ ମୃତକଙ୍କ ମଧ୍ୟରୁ ସର୍ବାଧିକ ସମ୍ବଲପୁର ଜିଲାରୁ ୩ଜଣଙ୍କ ମୃତ୍ୟୁ ଘଟିଛି। ବଲାଙ୍ଗୀର, ବରଗଡ଼ ଓ ଭୁବନେଶ୍ବରରୁ ୨ଜଣ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ସେହିପରି ଖୋର୍ଦ୍ଧା, କଟକ, ଦେବଗଡ଼, ଗଞ୍ଜାମ, ଝାରସୁଗୁଡା ଓ ସୁନ୍ଦରଗଡ ଜିଲାରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି।
Comments are closed.