www.samajalive.in
Sunday, December 7, 2025
23.1 C
Bhubaneswar

କରୋନା: ଭାରତରେ ୪୦୦ ଟପିଲା ମୃତ୍ୟୁ ସଂଖ୍ୟା, ୧୨ ହଜାର ୩୮୦ ଆକ୍ରାନ୍ତ

ନୂଆଦିଲ୍ଲୀ: କରୋନା ଭୂତାଣୁ ଯୋଗୁ ଭାରତରେ ଆକ୍ରାନ୍ତ ସଂଖ୍ୟା ବୃଦ୍ଧି ପାଇ ଗୁରୁବାର ସୁଦ୍ଧା ୧୨ ହଜାର ୩୮୦ରେ ପହଞ୍ଚିଛି। ଏହା ସହିତ ମୃତ୍ୟୁ ସଂଖ୍ୟା ୪୦୦ ଅତିକ୍ରମ କରିଛି। ମୋଟ ଆକ୍ରାନ୍ତଙ୍କ ମଧ୍ୟରୁ ୧୪୮୮ ଜଣ ଚିକିତ୍ସା ପରେ ସୁସ୍ଥ ହୋଇଥିବାବେଳେ ୧୦ ହଜାର ୪୭୭ ଜଣ ଚିକିତ୍ସାଧୀନ ରହିଛନ୍ତି। ୪୧୪ ଜଣଙ୍କର ମୃତ୍ୟୁ ଘଟିଛି ବୋଲି କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ଗୁରୁବାର ସକାଳ ୮ଟାରେ ଏହାର ୱେବସାଇଟ୍‌ରେ ଦର୍ଶାଯାଇଛି।

ଆକ୍ରାନ୍ତଙ୍କ ମଧ୍ୟରେ ମହାରାଷ୍ଟ୍ର ସର୍ବାଗ୍ରେ ରହିଛି। ଏଠାରେ ୨୯୧୬ ଜଣ କରୋନା ଭୂତାଣୁରେ ସଂକ୍ରମିତ ହୋଇଥିବାବେଳେ ୧୮୭ ଜଣ ପ୍ରାଣ ହରାଇଛନ୍ତି। ୨ୟ ସର୍ବାଧିକ ଆକ୍ରାନ୍ତ ଦିଲ୍ଲୀରେ ଚିହ୍ନଟ ହୋଇଛନ୍ତି। ଏଠାରେ ସଂକ୍ରମିତଙ୍କ ସଂଖ୍ୟା ୧୫୭୮ ରହିଛି।

Hot this week

ଗୋଆ ଅଗ୍ନିକାଣ୍ଡ: ମୃତକଙ୍କ ପରିବାରକୁ ୨ଲକ୍ଷ ଟଙ୍କାର ଅନୁକମ୍ପା ଘୋଷଣା କଲେ ପ୍ରଧାନମନ୍ତ୍ରୀ

ସମାଜ ଲାଇଭ ଡ଼େସ୍କ : ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ...

ଅଲାସ୍କା-କାନାଡାର ସୀମାବର୍ତ୍ତୀ ଅଞ୍ଚଳରେ ଭୂକମ୍ପ ଝଟ୍‌କା

ନୂଆଦିଲ୍ଲୀ: ଅଲାସ୍କା ଏବଂ କାନାଡିୟ ଅଞ୍ଚଳ ୟୁକୋନ ସୀମା ନିକଟବର୍ତ୍ତୀ ଅଞ୍ଚଳରେ...

ଘରର ଏହି ଦିଗରେ ରଖନ୍ତୁ ଏହି ଖାସ୍‌ ଜିନିଷ : ଜୀବନରେ ଆସିବ ଉନ୍ନତି , ହେବ ଧନ ବର୍ଷା

ନୂଆଦିଲ୍ଲୀ : ବାସ୍ତୁ ଶାସ୍ତ୍ର ଅନୁଯାୟୀ ଘରେ କିଛି ଖାସ୍ ବସ୍ତୁ...

ଅହୋରାତ୍ର ଧାରଣାରେ ପ୍ରାଥମିକ ଶିକ୍ଷକ ମହାସଂଘ

ଭୁବନେଶ୍ୱର,୬ା୧୨(ନି.ପ୍ର): ଗାନ୍ଧୀମାର୍ଗରେ ପ୍ରାଥମିକ ଶିକ୍ଷକ ମହାସଂଘର ଅହୋରାତ୍ର ଆନ୍ଦୋଳନ ଜାରି ରହିଛି।...

ବାଚସ୍ପତିଙ୍କ ରୁଲିଂ ଦାବି କଲେ ପ୍ରମିଳା

ଭୁବନେଶ୍ୱର : ରାଜ୍ୟରେ ମାନବ ଚାଲାଣ ଓ ଶିଶୁ ନିର୍ଯାତନା ଚିନ୍ତାଜନକ...

Related Articles

Popular Categories