www.samajalive.in
Sunday, December 7, 2025
26.1 C
Bhubaneswar

କରୋନା ସଂକ୍ରମଣ : ଇଟାଲୀରେ ଗୋଟିଏ ଦିନରେ ୪୭୫ ଜଣଙ୍କର ମୃତ୍ୟୁ

ରୋମ : କରୋନା ଭୂତାଣୁ ସଂକ୍ରମଣରେ ଇଟାଲୀରେ ବୁଧବାର ଆଉ ୪୭୫ ଜଣଙ୍କର ମୃତ୍ୟୁ ଘଟିଛି। ଯାହା ସମଗ୍ର ବିଶ୍ୱରେ ଗୋଟିଏ ଦିନରେ ସର୍ବାଧିକ। ଏବେ ଚୀନ୍‍ ବାହାରେ ସର୍ବାଧିକ କରୋନା ଭୂତାଣୁ ମାମଲା ଇଟାଲୀରେ ସାମ୍ନାକୁ ଆସିଥିବା ବେଳେ ସେଠାରେ ଏପର୍ଯ୍ୟନ୍ତ ୨ହଜାର ୯୭୮ ଜଣଙ୍କର ମୃତ୍ୟୁ ଘଟିଛି ଏବଂ ୩୫ହଜାର ୭୧୩ ଜଣ ଏଥିରେ ଆକ୍ରାନ୍ତ ହୋଇଛନ୍ତି।  ଗତବର୍ଷ ପ୍ରଥମ କରି ଏହି ରୋଗ ଚୀନରେ ଚିହ୍ନଟ
ହେବା ପରଠାରୁ ଇଟାଲୀରେ ଗୋଟିଏ ଦିନରେ ଏହି ସର୍ବାଧିକ ମୃତ୍ୟୁ ଘଟିଛି।

Hot this week

ବାଇକକୁ ଧକ୍କା ଦେଲା ଟ୍ରାକ୍ଟର: ୨ ବନ୍ଧୁ ମୃତ, ଜଣେ ଗୁରୁତର

ବାଣପୁର: ବାଣପୁର ଥାନା ବେଙ୍ଗରାଜପଲ୍ଲୀ ନିକଟରେ ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣାରେ...

ମହିଳାଙ୍କ ହତ୍ୟାକୁ ନେଇ ଦୁଇ ଗାଁ ମୁହାଁମୁହିଁ

ମାଲକାନଗିରି: ମାଲକାନଗିରି ଜିଲ୍ଲା ପୋଟେରୁ ନଦୀରେ ଡୁଡୁମେଟଲା ନିକଟରୁ ଜଣେ ମହିଳାଙ୍କ...

ଚଳଚ୍ଚିତ୍ର ନିର୍ମାତା ବିକ୍ରମ ଭଟ୍ଟ ଗିରଫ

ସମାଜଲାଇଭ ଡେସ୍କ: ବଲିଉଡ ଚଳଚ୍ଚିତ୍ର ନିର୍ମାତା ବିକ୍ରମ ଭଟ୍ଟଙ୍କୁ ଗିରଫ କରିଛି...

ପୁଲିସ ଏସଆଇ ନିଯୁକ୍ତି ଦୁର୍ନୀତି: ବିହାରରୁ ଆଉ ଜଣେ ଗିରଫ

ସମାଜଲାଇଭ ଡେସ୍କ: ପୁଲିସ ଏସଆଇ ନିଯୁକ୍ତି ଦୁର୍ନୀତି ମାମଲାର ଅନ୍ତଃରାଜ୍ୟ ଲିଙ୍କ୍‌...

ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡ: ସାମ୍ନାକୁ ଆସିଲା ନିଆଁ ଲାଗିବା ସମୟର ଦୃଶ୍ୟ

ସମାଜଲାଇଭ ଡେସ୍କ: ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡ ସାରା ଦେଶବାସୀଙ୍କୁ ସ୍ତବ୍ଧ...

Related Articles

Popular Categories