www.samajalive.in
Tuesday, December 9, 2025
26.1 C
Bhubaneswar

କୋଭିଡ୍‌-୧୯ ଉଲ୍ଲଙ୍ଘନ: ୨୪ଘଣ୍ଟାରେ ୧୦ ମାମଲା

ଭୁବନେଶ୍ବର: ରାଜ୍ୟରେ କୋଭିଡ୍‌-୧୯ ନିୟମ ଏବଂ ମାର୍ଗଦର୍ଶିକା ଉଲ୍ଲଂଘନ କରିଥିବା ଅଭିଯୋଗରେ ଘଣ୍ଟା ମଧ୍ୟରେ ୧୦ଟି ମାମଲା ଦାୟର କରାଯାଇଛି। ଗତକାଲି ମଧ୍ୟରାତ୍ରି ସୁଦ୍ଧା ଓଡ଼ିଶାରେ ୪୦,୮୨,୦୬୩ ଟି ନମୁନା କୋଭିଡ୍‌-୧୯ ପରୀକ୍ଷା କରାଯାଇଛି। ବର୍ତ୍ତମାନ ସୁଦ୍ଧା ସମୁଦାୟ ୨,୭୦,୩୪୬ ଜଣ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ୨,୪୬,୮୩୭ ଜଣ ରୋଗୀ ସଂପୂର୍ଣ୍ଣ ସୁସ୍ଥ ହୋଇଛନ୍ତି/ଡାକ୍ତରଖାନାରୁ ଫେରିଛନ୍ତି। ୧୧୫୨ ଜଣ କୋଭିଡ୍‌-୧୯ ରୋଗୀଙ୍କର ମୃତ୍ୟୁ ହୋଇଛି। ସକ୍ରିୟ ଥିବା ସଂକ୍ରମିତଙ୍କ ସଂଖ୍ୟା ୨୨,୩୦୪ ରହିଛି। ୨୨,୩୦୪ ଜଣ ହସ୍‌ପିଟାଲ୍‌ ଆଇସୋଲେସନ୍‌ରେ ରହିଛନ୍ତି ବୋଲି ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

Hot this week

ଭାରତର ପ୍ରଥମ ଉଇକେଟର ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତକୁ ପ୍ରଥମ ଝଟ୍‌କା ଲାଗିଛି।...

ପ୍ରଥମେ ବ୍ୟାଟିଂ କରିବ ଭାରତ

କଟକ: ଆଉ ମାତ୍ର କିଛି ସମୟର ଅପେକ୍ଷା। କଟକ ବାରବାଟୀ ଷ୍ଟାଡିୟମରେ...

ଇଣ୍ଡୋନେସିଆରେ ବଡ଼ ଧରଣର ଅଗ୍ନିକାଣ୍ଡ, ୨୦ ମୃତ

ସମାଜଲାଇଭ ଡେସ୍କ: ଇଣ୍ଡୋନେସିଆର ଜାକାର୍ତ୍ତାରେ ମଙ୍ଗଳବାର ଏକ ବଡ଼ ଧରଣର ଅଗ୍ନିକାଣ୍ଡ...

ଯୁକ୍ତ ଦୁଇ ପରୀକ୍ଷା ସୂଚୀ ସାମାନ୍ୟ ପରିବର୍ତ୍ତନ

ଭୁବନେଶ୍ଵର : ଯୁକ୍ତ ଦୁଇ ପରୀକ୍ଷା ସୂଚୀରେ ସାମାନ୍ୟ ପରିବର୍ତ୍ତନ ହୋଇଛି।...

ଦେଢ଼ବର୍ଷରେ ମଲେଣି ୧୩୬ ହାତୀ

ସମାଜଲାଇଭ ଡେସ୍କ: ରାଜ୍ୟରେ ହାତୀ ଅସୁରକ୍ଷିତ। ହାତୀ ମୃତ୍ୟୁ ରୋକିବାରେ ସରକାର...

Related Articles

Popular Categories