www.samajalive.in
Wednesday, December 10, 2025
14.1 C
Bhubaneswar

ଆଜି ରାଜ୍ୟରେ ସୁସ୍ଥ ହେଲେ ୩୬୩ଜଣ କରୋନା ଆକ୍ରାନ୍ତ, ମୋଟ ଆରୋଗ୍ୟ ସଂଖ୍ୟା ୩୨୦୯୪୭କୁ ବୃଦ୍ଧି

ଭୁବନେଶ୍ବର: ଆଜି ରାଜ୍ୟରେ ୩୬୩ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଆଜିର କରୋନା ଆକ୍ରାନ୍ତଙ୍କ ସୁସ୍ଥ ସଂଖ୍ୟାକୁ ମିଶାଇ ରାଜ୍ୟରେ ମୋଟ ଆରୋଗ୍ୟ ସଂଖ୍ୟା ୩୨୦୯୪୭କୁ ବୃଦ୍ଧି ପାଇଛି। ଆଜି ସୁସ୍ଥ ହୋଇଥିବା ୩୬୩ କରୋନା ଆକ୍ରାନ୍ତଙ୍କ ମଧ୍ୟରୁ ସୁନ୍ଦରଗଡ଼ ଜିଲାରୁ ସର୍ବାଧିକ ୬୬ଜଣ ସୁସ୍ଥ ହୋଇଛନ୍ତି। ସେହିପରି ଖୋର୍ଦ୍ଧା ୪୬, ମୟୂରଭଞ୍ଜ ୨୮, ଅନୁଗୁଳ ୨୧, ବରଗଡ଼ ୨୧, ବାଲେଶ୍ବର ୨୦, କଟକ ୨୦, ପୁରୀ ୨୦, ସମ୍ବଲପୁର ୧୭, ବଲାଙ୍ଗିର ୧୪, କଳାହାଣ୍ଡି ୧୩, କେନ୍ଦ୍ରାପଡ଼ା ୧୧, ଜଗତସିଂହପୁର ୯, ଗଞ୍ଜାମ ୭, ନୂଆପଡ଼ା ୭, ଝାରସୁଗୁଡ଼ା ୬, କେନ୍ଦୁଝର ୬, ଢେଙ୍କାନାଳ ୫, କୋରାପୁଟ ୪, ଭଦ୍ରକ ୩, ମାଲକାନଗିରି ୩, ରାୟଗଡ଼ା ୨, ଯାଜପୁର ୧, ନବରଭଙ୍ଗପୁର ୧, ନୟାଗଡ଼ ୧ ଏବଂ ଷ୍ଟେଟ୍‌ ପୁଲ୍‌ରୁ ୧୧ଜଣ ସୁସ୍ଥ ହୋଇଛନ୍ତି ବୋଲି ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ୍‌ ଯୋଗେ ସୂଚନା ଦିଆଯାଇଛି।

Hot this week

ବାରବାଟୀରେ ଭାରତର ବିରାଟ ବିଜୟ

କଟକ -   ବାରବାଟୀରେ ଭାରତର ବିରାଟ ବିଜୟ । ଦକ୍ଷିଣ ଆଫ୍ରିକାକୁ...

ଛାତ୍ରଙ୍କୁ ରାଗିଂ: ଡ୍ରଗ୍ସ ନେବାକୁ ବାଧ୍ୟ କଲେ, ପାଇଖାନା ଚଟାଣ ଚଟାଇଲେ

ପିପିଲି: ରାଜ୍ୟର ଏକ ପ୍ରମୁଖ ଘରୋଇ ବିଶ୍ୱବିଦ୍ୟାଳୟ ଅଧୀନରେ ଥିବା ରାଜଧାନୀ...

ଦକ୍ଷିଣ ଆଫ୍ରିକାକୁ ୧୭୬ ରନର ଟାର୍ଗେଟ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭ୍ରମଣକାରୀ ଦକ୍ଷିଣ ଆଫ୍ରିକାକୁ ୧୭୬...

ଭାରତର ପଞ୍ଚମ ଓ୍ୱିକେଟ ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତର ପଞ୍ଚମ ଓ୍ୱିକେଟ ପତନ...

ଭାରତର ତୃତୀୟ ଓ୍ୱିକେଟର ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତକୁ ତୃତୀୟ ଓ୍ୱିକେଟ୍‌ର ପତନ...

Related Articles

Popular Categories