www.samajalive.in
Tuesday, December 9, 2025
26.1 C
Bhubaneswar

ଆଜି ରାଜ୍ୟରେ ସୁସ୍ଥ ହେଲେ ୧୦୦ କରୋନା ଆକ୍ରାନ୍ତ, ମୋଟ ଆରୋଗ୍ୟ ସଂଖ୍ୟା ୩୩୩୪୫

ଭୁବନେଶ୍ବର: ଆଜି ରାଜ୍ୟରେ ପୁଣି ୧୦୦ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଆଜି ସୁସ୍ଥ ହୋଇଥିବା କରୋନା ଆକ୍ରାନ୍ତଙ୍କୁ ମିଶାଇ ମୋଟ ଆରୋଗ୍ୟ ସଂଖ୍ୟା ୩୩୩୪୫୧କୁ ବୃଦ୍ଧି ପାଇଛି ବୋଲି ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ୍‌ ଯୋଗେ ସୂଚନା ଦିଆଯାଇଛି।


ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷଣୁ ଟ୍ବିଟ୍‌ ଯୋଗେ ସୂଚନା ଦିଆଯାଇ କୁହାଯାଇଛି ଯେ ଆଜି ସୁନ୍ଦରଗଡ଼ ଜିଲାରୁ ସର୍ବାଧିକ ୨୬ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ସେହିପରି ଅନୁଗୁଳ ୯, ଖୋର୍ଦ୍ଧା ୯, ପୁରୀ ୮, କଟକ ୬, ଯାଜପୁର ୬, ସମ୍ବଲପୁର ୬, ବଲାଙ୍ଗିର ୫, ମୟୂରଭଞ୍ଜ ୪, ଦେବଗଡ଼ ୩, ଗଜପତି ୩, ଝାରସୁଗୁଡ଼ା ୩, ଷ୍ଟେଟ୍‌ପୁଲ ୩, ବରଗଡ଼ ୨, ଢେଙ୍କାନାଳ ୨, କେନ୍ଦୁଝର ୨, ରାୟଗଡ଼ା ୨ ଏବଂ ନୂଆପଡ଼ାରୁ ଜଣେ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି ବୋଲି ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

- Advertisement -

Hot this week

ଇଣ୍ଡୋନେସିଆରେ ବଡ଼ ଧରଣର ଅଗ୍ନିକାଣ୍ଡ, ୨୦ ମୃତ

ସମାଜଲାଇଭ ଡେସ୍କ: ଇଣ୍ଡୋନେସିଆର ଜାକାର୍ତ୍ତାରେ ମଙ୍ଗଳବାର ଏକ ବଡ଼ ଧରଣର ଅଗ୍ନିକାଣ୍ଡ...

ଯୁକ୍ତ ଦୁଇ ପରୀକ୍ଷା ସୂଚୀ ସାମାନ୍ୟ ପରିବର୍ତ୍ତନ

ଭୁବନେଶ୍ଵର : ଯୁକ୍ତ ଦୁଇ ପରୀକ୍ଷା ସୂଚୀରେ ସାମାନ୍ୟ ପରିବର୍ତ୍ତନ ହୋଇଛି।...

ଦେଢ଼ବର୍ଷରେ ମଲେଣି ୧୩୬ ହାତୀ

ସମାଜଲାଇଭ ଡେସ୍କ: ରାଜ୍ୟରେ ହାତୀ ଅସୁରକ୍ଷିତ। ହାତୀ ମୃତ୍ୟୁ ରୋକିବାରେ ସରକାର...

ପାନୀୟଜଳ ସମସ୍ୟା ଦୂର ପାଇଁ ନିର୍ମାଣ ହେଉଛି ୬,୬୪୬ ନୂତନ ନଳକୂପ

ସମାଜଲାଇଭ ଡେସ୍କ: ରାଜ୍ୟରେ ଆଗକୁ ଆସୁଥିବା ଖରାଦିନ ପୂର୍ବରୁ ପାନୀୟଜଳ ସମସ୍ୟା...

ଅଟୋକୁ ଧକ୍କା ଦେଇ ବାଇକ ଚାଳକ ମୃତ

କଲ୍ୟାଣସିଂହପୁର: ରାୟଗଡା ଜିଲ୍ଲା କଲ୍ୟାଣସିଂହପୁର ବ୍ଲକ ଲକ୍ଷ୍ମୀପୁର ଗାଁରେ ଅଟୋ କୁ...

Related Articles

Popular Categories