www.samajalive.in
Sunday, December 14, 2025
17.1 C
Bhubaneswar

ଆଜି ରାଜ୍ୟରେ ପୁଣି ସୁସ୍ଥ ହେଲେ୯୧ କରୋନା ଆକ୍ରାନ୍ତ , ମୋଟ ଆରୋଗ୍ୟ ସଂଖ୍ୟା ୩୩୫୬୬୦କୁ ବୃଦ୍ଧି

ଭୁବନେଶ୍ବର: ଆଜି ରାଜ୍ୟରେ ପୁଣି ୯୧ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଆଜି ସୁସ୍ଥ ହୋଇଥିବା କରୋନା ଆକ୍ରାନ୍ତଙ୍କୁ ମିଶାଇ ମୋଟ ଆରୋଗ୍ୟ ସଂଖ୍ୟା ୩୩୫୬୬୦କୁ ବୃଦ୍ଧି ପାଇଛି। ଆଜି ସମ୍ବଲପୁର ଜିଲାରୁ ସର୍ବାଧିକ ୧୪ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ସେହିପରି ସୁନ୍ଦରଗଡ଼ ୧୩, ବାଲେଶ୍ବର ୧୨, ଖୋର୍ଦ୍ଧା ୧୧, ଭଦ୍ରକ ୯, ଯାଜପୁର ୫, ଝାରସୁଗୁଡ଼ା ୪, ରାୟଗଡ଼ା ୪, କେନ୍ଦୁଝର ୩, ମୟୂରଭଞ୍ଜ ୩, ପୁରୀ ୩, ଦେବଗଡ଼ ୨ ଓ ଷ୍ଟେଟ୍‌ପୁଲ ୨ ସମେତ ଅନୁଗୁଳ, ବଲାଙ୍ଗିର, ବୌଦ୍ଧ, କଟକ, କଳାହାଣ୍ଡି, ସୋନପୁର ଆଦି ଜିଲାରୁ ଜଣେ ଲେଖାଏଁ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି ବୋଲି ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ୍‌ ଯୋଗେ ସୂଚନା ଦିଆଯାଇଛି।

representational image

ଗତକାଲି ମଧ୍ୟରାତ୍ରି ସୁଦ୍ଧା ଓଡ଼ିଶାରେ ୮୬,୨୧,୭୧୫ ଟି ନମୁନା କୋଭିଡ୍‌-୧୯ ପରୀକ୍ଷା କରାଯାଇଛି । ବର୍ତ୍ତମାନ ସୁଦ୍ଧା ସମୁଦାୟ ୩,୩୮,୧୯୨ ଜଣ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି । ୩,୩୫, ୫୬୯ ଜଣ ରୋଗୀ ସଂପୂର୍ଣ୍ଣ ସୁସ୍ଥ ହୋଇଛନ୍ତି/ଡାକ୍ତରଖାନାରୁ ଫେରିଛନ୍ତି। ୧୯୧୮ ଜଣ କୋଭିଡ୍‌-୧୯ ରୋଗୀଙ୍କର ମୃତୁ୍ୟ ହୋଇଛି। ସକ୍ରିୟ ଥିବା ସଂକ୍ରମିତଙ୍କ ସଂଖ୍ୟା ୬୫୨ ରହିଛି। ୬୫୨ ଜଣ ହସ୍‌ପିଟାଲ୍‌ ଆଇସୋଲେସନ୍‌ରେ ରହିଛନ୍ତି ।

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories