www.samajalive.in
Wednesday, November 19, 2025
18.1 C
Bhubaneswar

ରାଜ୍ୟରେ ଆଉ ୧୯ ମୁଣ୍ଡ ନେଲା କରୋନା

ଭୁବନେଶ୍ବର: ରାଜ୍ୟରେ ବୃଦ୍ଧି ପାଇବାରେ ଲାଗିଛି କରୋନା ଜନିତ ମୃତ୍ୟୁ ସଂଖ୍ୟା। ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ଆଉ ୧୯ ଜଣ କରୋନା ସଂକ୍ରମିତଙ୍କ ମୃତ୍ୟୁ ଘଟିଥିବା ନେଇ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ମୃତକଙ୍କ ମଧ୍ୟରେ ଖୋର୍ଦ୍ଧା ଓ ମୟୂରଭଞ୍ଜରୁ ୩ ଜଣ ଲେଖାଏଁ ଆକ୍ରାନ୍ତ ରହିଥିବା ବେଳେ କଟକ, ଢେଙ୍କାନାଳ, ପୁରୀ, ରାୟଗଡ଼ାରୁ ୨ ଜଣ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ସେହିପରି ବାଲେଶ୍ବର, ଭଦ୍ରକ, କଳାହାଣ୍ଡି, କନ୍ଧମାଳ ଓ ସୁନ୍ଦରଗଡ଼ରୁ ଜଣେ ଲେଖାଏଁ ସଂକ୍ରମିତ ପ୍ରାଣ ହରାଇଛନ୍ତି। ଏଥିସହ ରାଜ୍ୟରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୮ ହଜାର ୬୪୮କୁ ବୃଦ୍ଧି ପାଇଛି।

Hot this week

ଦକ୍ଷିଣ ଲେବାନନରେ ଇସ୍ରାଏଲର ବିମାନ ଆକ୍ରମଣ: ୧୧ହମାସ ଆତଙ୍କବାଦୀଙ୍କ ମୃତ୍ୟୁ

ସମାଜ ଡିଜିଟାଲ ଡେସ୍କ: ଇସ୍ରାଏଲ ପୁଣି ଥରେ ପାଲେଷ୍ଟାଇନବାସୀଙ୍କ ଉପରେ ଆକ୍ରମଣ...

ବାବା ସିଦ୍ଦିକି ହତ୍ୟା ମାମଲା: ଅନ୍‌ମୋଲ୍‌ ଭାରତ ପ୍ରତ୍ୟର୍ପିତ

ନୂଆଦିଲ୍ଲୀ: ମହାରାଷ୍ଟ୍ରର ପୂର୍ବତନ ମନ୍ତ୍ରୀ ବାବ ସିଦ୍ଦିକିଙ୍କ ହତ୍ୟା ମାମଲାରେ ସମ୍ପୃକ୍ତ...

ଅଲ୍‌ ଫଲାହ ପ୍ରତିଷ୍ଠାତା ଗିରଫ

ନୂଆଦିଲ୍ଲୀ: ହ୍ବାଇଟ କଲାର ଟେରର ମଡ୍ୟୁଲ ଓ ଦିଲ୍ଲୀ ଲାଲକିଲା ବିସ୍ଫୋରଣ...

ନୀତିଶଙ୍କ ଶପଥ ଗ୍ରହଣ ଉତ୍ସବରେ ଯୋଗଦେବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ଆସନ୍ତା ୨୦ରେ ନୀତିଶ କୁମାରଙ୍କ ଶପଥ ଗ୍ରହଣ ଉତ୍ସବରେ ଯୋଗଦେବେ...

ଦ୍ବିତୀୟ ଟେଷ୍ଟରୁ ବାଦ୍‌ ପଡ଼ିପାରନ୍ତି ଗିଲ୍‌ : ନୀତୀଶଙ୍କୁ ମିଳିପାରେ ସୁଯୋଗ

ନୂଆଦିଲ୍ଲୀ : ଦକ୍ଷିଣ ଆଫ୍ରିକା ବିପକ୍ଷ ପ୍ରଥମ ଟେଷ୍ଟରେ ଭାରତୀୟ କ୍ରିକେଟ...

Related Articles

Popular Categories