www.samajalive.in
Sunday, December 7, 2025
15.1 C
Bhubaneswar

ରାଜ୍ୟରେ କରୋନା ନେଲାଣି ୯୦୯୧ ଜୀବନ

ରାଜ୍ୟରେ କରୋନା ଯୋଗୁ ଏପର୍ଯ୍ୟନ୍ତ ୯ ହଜାର ୯୧ ଜଣଙ୍କ ମୃତ୍ୟୁ ହୋଇଥିବା ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସ୍ପଷ୍ଟ କରିଛି। ଆଉ ୬ ଜଣଙ୍କ ମୃତ୍ୟୁ କରୋନା ଯୋଗୁ ହୋଇଥିବା ସ୍ୱତନ୍ତ୍ର ବିଶେଷଜ୍ଞ କମିଟି ସ୍ପଷ୍ଟ କରିବା ପରେ ଏହି ସଂଖ୍ୟା ବୃଦ୍ଧି ପାଇଛି।

ମୃତକଙ୍କ ମଧ୍ୟରେ ଭୁବନେଶ୍ୱରର ଜଣେ ୬୨ ବର୍ଷୀୟ ମହିଳା, କଟକର ଜଣେ ୬୮ ବର୍ଷୀୟ ପୁରୁଷ, ମାଲକାନଗିରିର ଜଣେ ୭୦ ବର୍ଷୀୟ ପୁରୁଷ, ସୁନ୍ଦରଗଡ଼ର ଜଣେ ୬୩ ବର୍ଷୀୟ, ୭୩ ବର୍ଷୀୟ ଓ ଜଣେ ୬୨ ବର୍ଷୀୟ ମହିଳା ଥିବା ଜଣାପଡିଛି। ସମସ୍ତ ମୃତକ କରୋନା ସହ ଅନ୍ୟାନ୍ୟ ଜଟିଳ ରୋଗରେ ମଧ୍ୟ ପୀଡିତ ଥିଲେ।

Hot this week

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣା

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣ ଚନ୍ଦ୍ରଶେଖରପୁର,...

ରାଜ୍ୟସଭାରେ ସାଂସଦ ସୁଜିତ କୁମାରଙ୍କ ପ୍ରସ୍ତାବ ପାଠ୍ୟପୁସ୍ତକ, ସରକାରୀ ୱେବସାଇଟରୁ ‘ଲର୍ଡ’ ଶଦ୍ଦକୁ ବାଦ୍‍ ଦିଆଯାଉ

ନୂଆଦିଲ୍ଲୀ,: ବ୍ରିଟିଶ ଗଭର୍ଣ୍ଣର ଜେନେରାଲ ଏବଂ ଭାଇସରୟଙ୍କ ଉଦେଶ୍ୟରେ ବ୍ୟବହାର ହେଉଥିବା...

ଆଠଗଡ଼ର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଡଃ ରାଧାନାଥ ଜୟନ୍ତୀ ପାଳିତ

ସମାଜ ନ୍ୟୁଜ ଡେସ୍କ- ଆଠଗଡର ସର୍ବପୁରାତନ ପିଏମଶ୍ରୀ ବିଶ୍ଵନାଥ ବିଦ୍ୟାପୀଠରେ ବିଶିଷ୍ଟ...

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

Related Articles

Popular Categories