www.samajalive.in
Saturday, December 6, 2025
26.1 C
Bhubaneswar

ରାଜ୍ୟରୁ ଆଉ ୧୬୯୫ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ବର : ରାଜ୍ୟରୁ ଶନିବାର ଆଉ ୧୬୯୫ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୨୭୯୫୮୨ରେ ପହଞ୍ଚିଛି । ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୯୮୬ ଜଣ ସଙ୍ଗରୋଧରୁ ରହିଥିବା ବେଳେ ୭୦୯ ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ କରି ସୂଚନା ଦିଆଯାଇଛି।

- Advertisement -

Hot this week

ମନଇଚ୍ଛା ବିମାନ ଟିକେଟ ବୃଦ୍ଧି ଉପରେ ବ୍ରେକ ଲଗାଇଲେ ସରକାର

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନ ସଙ୍କଟ ଯୋଗୁ ଅନେକ କମ୍ପାନୀ ହଠାତ୍‌...

ଭାରତକୁ ୨୭୧ ରନର ଟାର୍ଗେଟ ଦେଲା ଦକ୍ଷିଣଆଫ୍ରିକା

ସମାଜଲାଇଭ ଡେସ୍କ: ଅନ୍ତିମ ଦିନିକିଆରେ ଭାରତକୁ ୨୭୧ ରନର ଟାର୍ଗେଟ ଦେଇଛି...

ବିଜେପିରେ ମିଶିଲେ ପ୍ରଫୁଲ୍ଲ ସାମଲଙ୍କ ଦୁଇ ପୁଅ

ଭୁବନେଶ୍ଵର: ବିଜେଡିକୁ ଶକ୍ତ ଝଟ୍‌କା ଲାଗିଛି। ପୂର୍ବତନ ମନ୍ତ୍ରୀ ତଥା ବିଜେଡି...

ଛାତ୍ରୀଙ୍କ ଆତ୍ମାହୁତି ଉଦ୍ୟମ ଘଟଣା: ଜଣେ ଅଟକ

ସୁନ୍ଦରଗଡ : ନିଜ ଦେହରେ ନିଜେ ନିଆଁ ଲଗାଇଲେ ଛାତ୍ରୀ। ସୁନ୍ଦରଗଡ...

ଯାତ୍ରୀଙ୍କୁ ଟଙ୍କା ଫେରାଇବ ଇଣ୍ଡିଗୋ

ସମାଜଲାଇଭ ଡେସ୍କ: ସମସ୍ତ ଯାତ୍ରୀଙ୍କୁ ଟିକେଟ ବାବଦ ଟଙ୍କା ଫେରସ୍ତ କରିବ...

Related Articles

Popular Categories