www.samajalive.in
Sunday, December 7, 2025
23.1 C
Bhubaneswar

ସରକାରୀ ସ୍କୁଲରେ ନାହିଁ କରୋନା, ବନ୍ଦ ହେବନି ସ୍କୁଲ – ଗଣଶିକ୍ଷା ମନ୍ତ୍ରୀ

ରାଜ୍ୟର କୌଣସି ସରକାରୀ ସ୍କୁଲରେ ଏପର୍ଯ୍ୟନ୍ତ କୌଣସି କୋଭିଡ୍ ସଂକ୍ରମଣ ଚିହ୍ନଟ ହୋଇନାହିଁ ତେଣୁ ସ୍କୁଲ ବନ୍ଦ କରିବା ନେଇ ନିଷ୍ପତ୍ତି ହୋଇନଥିବା ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ କହିଛନ୍ତି। ସେ କହିଛନ୍ତି ଯେ ପୂର୍ବ ଭଳି ନବମ ଏବଂ ଏକାଦଶ ଶ୍ରେଣୀ କ୍ଲାସ ଚାଲୁ ରହିବ। କଡାକଡି ଭାବେ ଏସଓପି ପାଳନ କରାଯାଇ ସରକାରୀ ଶିକ୍ଷାନୁଷ୍ଠାନରେ କ୍ଲାସ ହେଉଛି ତେଣୁ ସରକାରୀ ଶିକ୍ଷାନୁଷ୍ଠାନରୁ ଏପର୍ଯ୍ୟନ୍ତ କୌଣସି ସଂକ୍ରମିତ ଚିହ୍ନଟ ହୋଇନାହାନ୍ତି। ଗଣଶିକ୍ଷା ମନ୍ତ୍ରୀ କହିଛନ୍ତି, ଏବେ ରାଜ୍ୟର କେବଳ କିଛି ବେସରକାରୀ ଶିକ୍ଷାନୁଷ୍ଠାନରୁ କୋଭିଡ୍ ସଂକ୍ରମିତ ଚିହ୍ନଟ ହୋଇଛନ୍ତି।

ଆଜି ଗଣମାଧ୍ୟମକୁ ସୂଚନା ଦେଇ ଶ୍ରୀ ଦାଶ କହିଛନ୍ତି ଯେ ଆଗାମୀ ଦିନରେ ସ୍କୁଲଗୁଡ଼ିକରେ ଅଭ୍ୟାସ ପରୀକ୍ଷା ହେବ ତେଣୁ ଛାତ୍ରଛାତ୍ରୀମାନେ ଚାପମୁକ୍ତ ହୋଇ ପରୀକ୍ଷା ଦିଅନ୍ତୁ।

Hot this week

ଗୋଆ ଅଗ୍ନିକାଣ୍ଡ : ନାଇଟ୍ କ୍ଲବ୍ ମାଲିକଙ୍କ ବିରୋଧରେ ମାମଲା ରୁଜୁ

ସମାଜ ଲାଇଭ ଡ଼େସ୍କ : ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ...

ବୁଡିଗଲେ ଦୁଇ ସାଙ୍ଗ: ଜଣେ ମୃତ

ଦିଗପହଣ୍ଡି : ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ଚୁଡଙ୍ଗଗଡ ମନ୍ଦିରବନ୍ଧରେ ଅଭାବନୀୟ ଘଟଣା...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

୩ୟ ଦିନରେ ଶିକ୍ଷକଙ୍କ ଆନ୍ଦୋଳନ ଜାରି

ଭୁବନେଶ୍ୱର : ଆଜି ତୃତୀୟ ଦିନରେ ବି ଭୁବନେଶ୍ଵର ​‌ଲୋୟର ପିଏମ୍‌ଜିରେ...

ଏସ୍‌ଆଇ ନିଯୁକ୍ତି ଦୁର୍ନୀତି ମାମଲା : ଯବାନଙ୍କ ସମେତ ଦୁଇ ଅଟକ

ଭୁବନେଶ୍ଵର : ପୁଲିସ ଏସ୍‌ଆଇ ନିଯୁକ୍ତି ଦୁର୍ନୀତି ମାମଲା । ଏସ୍ଏ‌ସ୍‌ବି...

Related Articles

Popular Categories