www.samajalive.in
Sunday, December 7, 2025
14.1 C
Bhubaneswar

ଦେଶରେ ହ୍ରାସ ପାଉଛି ସଂକ୍ରମଣ; ନୂଆ ପଜିଟିଭ ୨୯ ହଜାର ୩୯୮, ମୃତ ୪୧୪

ନୂଆଦିଲ୍ଲୀ : ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ହ୍ରାସ ପାଉଥିବା ଦେଖାଯାଉଛି। ଗତକାଲି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ତୁଳନାରେ ଆଜି ଜଣାପଡ଼ିଥିବା ଆକ୍ରାନ୍ତଙ୍କ ସଂଖ୍ୟା କମିଥିବା ଦେଖାଯାଇଛି। ଦେଶରେ ୨୪ ଘଣ୍ଟାରେ ୨୯ ହଜାର ୩୯୮ନୂଆ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଏହାସହ ଚିକିତ୍ସାଧୀନ ଅବସ୍ଥାରେ ୪୧୪ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି।

ମୋଟ ମୃତ୍ୟୁ ସଂଖ୍ୟା ୧ଲକ୍ଷ ୪୨ ହଜାର ୧୮୬ରେ ପହଞ୍ଚିଛି। ସେହିପରି ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୯୭ ଲକ୍ଷ ୯୬ ହଜାର ୭୭୦କୁ ବୃଦ୍ଧି ପାଇଛି। ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୪ଲକ୍ଷରୁ କମ ରହିଛି। ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ଟ୍ୱିଟ କରି ସୂଚନା ଦିଆଯାଇଛି।

- Advertisement -

Hot this week

ବହିଷ୍କୃତ ହେବେ ଇଣ୍ଡିଗୋ ସିଇଓ !

ନୂଆଦିଲ୍ଲୀ : ପାଞ୍ଚଦିନ ମଧ୍ୟରେ ଇଣ୍ଡିଗୋ ଏୟାରଲାଇନ୍ସର ଅବସ୍ଥା ଶୋଚନୀୟ ହୋଇପଡିଥିବାବେଳେ...

ସାପ୍ତାହିକ ରାଶିଫଳ: ଏହି ରାଶିର ବ୍ୟକ୍ତି ସାବଧାନ

ମେଷ: ରବିବାର ଓ ସୋମବାର କର୍ମଅନୁରୂପ ଫଳପ୍ରାପ୍ତ ହେବେ। କାର୍ଯ୍ୟକ୍ଷେତ୍ର ବ୍ୟାପକ...

ଜାଡରେ ଥରୁଛି ସାରା ଓଡିଶା

ଭୁବନେଶ୍ୱର: ଉତ୍ତର-ପଶ୍ଚିମ ଶୁଷ୍କ ଥଣ୍ଡା ବାୟୁର ପ୍ରବାହ ଯୋଗୁଁ ରାଜ୍ୟରେ ଶୀତ...

କ୍ରିକେଟ୍‌ପ୍ରେମୀଙ୍କ ପାଇଁ ସ୍ୱତନ୍ତ୍ର ‘ଆମ ବସ୍’ ସେବା

ଭୁବନେଶ୍ବର: କଟକର ବାରବାଟୀ ଷ୍ଟାଡିୟମରେ ଚଳିତ ମାସ ୯ରେ ହେବାକୁ ଥିବା...

ଜାନୁଆରୀ ୨୦ରେ ଓଏସ୍‌ଏସ୍‌ଟିଇଟି

କଟକ: ମାଧ୍ୟମିକ ଶିକ୍ଷା ପରିଷଦ(ବୋର୍ଡ) ଦ୍ବାରା ପରିଚାଳିତ ଓଡ଼ିଶା ମାଧ୍ୟମିକ ବିଦ୍ୟାଳୟ...

Related Articles

Popular Categories