www.samajalive.in
Thursday, December 11, 2025
16.1 C
Bhubaneswar

ରାଜ୍ୟରୁ ଆଉ ୧୪୭୦ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ବର : ରାଜ୍ୟରୁ ଶନିବାର ଆଉ ୧୪୭୦  କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୨ଲକ୍ଷ ୯୦ହଜାର ୧୧୬ରେ ପହଞ୍ଚିଛି । ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୮୫୩ ଜଣ ସଙ୍ଗରୋଧ କେନ୍ଦ୍ରରୁ ରହିଥିବା ବେଳେ ୬୧୭ ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ କରି ସୂଚନା ଦିଆଯାଇଛି।

ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୭୬ଜଣ, ବାଲେଶ୍ୱର ଜିଲ୍ଲାରୁ ୫୬ଜଣ, ବରଗଡ଼ ଜିଲ୍ଲାରୁ ୬୧ଜଣ, ଭଦ୍ରକ ଜିଲ୍ଲାରୁ ୧୯ଜଣ, ବଲାଙ୍ଗୀର ଜିଲ୍ଲାରୁ ୬୩ଜଣ, ବୌଦ୍ଧ ଜିଲ୍ଲାରୁ ୧୭ଜଣ, କଟକ ଜିଲ୍ଲାରୁ ୧୨୬ଜଣ, ଦେଓଗଡ଼ ଜିଲ୍ଲାରୁ ୫ଜଣ, ଢେଙ୍କାନାଳ ଜିଲ୍ଲାରୁ ୧୭ଜଣ, ଗଜପତି ଜିଲ୍ଲାରୁ ୮ଜଣ, ଗଞ୍ଜାମ ଜିଲ୍ଲାରୁ ୨୨ଜଣ, ଜଗତସିଂହପୁର ଜିଲ୍ଲାରୁ ୭୬ଜଣ, ଯାଜପୁର ଜିଲ୍ଲାରୁ ୪୨ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୩୯ଜଣ, କଳାହାଣ୍ଡି ଜିଲ୍ଲାରୁ ୩୧ଜଣ, କନ୍ଧମାଳ ଜିଲ୍ଲାରୁ ୧୧ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୭୫ଜଣ, କେନ୍ଦୁଝର ଜିଲ୍ଲାରୁ ୫୧ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୧୭୦ଜଣ, କୋରାପୁଟ ଜିଲ୍ଲାରୁ ୨୪ଜଣ, ମାଲକାନଗିରି ଜିଲ୍ଲାରୁ ୨୫ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୫୦ଜଣ, ନବରଙ୍ଗପୁର ଜିଲ୍ଲାରୁ ୩୪ଜଣ, ନୂଆପଡ଼ା ଜିଲ୍ଲାରୁ ୬୧, ନୟାଗଡ଼ ଜିଲ୍ଲାରୁ ୩୧ଜଣ, ପୁରୀ ଜିଲ୍ଲାରୁ ୬୪ଜଣ, ରାୟଗଡା ଜିଲ୍ଲାରୁ ୧୩ଜଣ, ସମ୍ବଲପୁର ଜିଲ୍ଲାରୁ ୩୪ଜଣ, ସୋନପୁର ଜିଲ୍ଲାରୁ ୨୭ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୧୧୨ଜଣ, ଷ୍ଟେଟ ପୁଲ୍‌ରୁ ୩୦ଜଣ ରହିଛନ୍ତି ।

- Advertisement -

Hot this week

ଗାଡି କାହାର, ଫାଇନ ଦେବ କିଏ ? କଳହାଣ୍ଡି ଆରଟିଓଙ୍କ ଅଜବ ନୀତି

ଭବାନୀପାଟଣା - କଳାହାଣ୍ଡି ଆରଟିଓ ଙ୍କ ଏକ ଚାଲାଣ ଏବେ ମୋବାଇଲ...

ଆଠଗଡରୁ ନିଖୋଜ ଦୁଇ ନାବାଳିକା ଉଦ୍ଧାର

ଆଠଗଡ - ଆଠଗଡରୁ ଗତ ଡିସେମ୍ବର ୧ ତାରିଖରୁ ନିଖୋଜ ଥିବା...

ଘାଟିରେ ଗ୍ୟାସ ଟ୍ୟାଙ୍କର ଓଲଟିଲା : ଗ୍ୟାସ ନିର୍ଗତ ନେଇ ସୂଚନା ନାହିଁ

ଭବାନୀପାଟଣା -     ଛତିଗୁଡ଼ା ନିକଟସ୍ଥ ବଞ୍ଜାରି ଘାଟିରେ ଏକ ଗ୍ୟାସ...

ମୋବାଇଲ ପାଇଁ -ପୁଅର ଟାଙ୍ଗିଆ ଚୋଟରେ ବାପା ମୃତ

ରାୟଗଡ଼ା,: ମୋବାଇଲ ପାଇଁ ଟଙ୍କା ନଦେବାରୁ ହତ୍ୟାକାଣ୍ଡ। ପୁଅର ଟଙ୍ଗିଆ ଚୋଟରେ...

ତ୍ରିକୋଣୀୟ ପ୍ରେମ ସମ୍ପର୍କର କରୁଣ କାହାଣୀ-ପୁର୍ବତନ ପ୍ରେମିକକୁ ହତ୍ୟା କରି ପ୍ରେମୀ ଓ ପ୍ରେମିକ ଗିରଫ

ସମ୍ବଲପୁର : ସ୍ଥାନୀୟ କ୍ଷେତରାଜପୁର ଥାନା ଅନ୍ତର୍ଗତ ଲକ୍ଷ୍ମୀ ଡୁଙ୍ଗୁରୀ ପାହାଡ...

Related Articles

Popular Categories