www.samajalive.in
Saturday, December 6, 2025
14.1 C
Bhubaneswar

ରାଜ୍ୟରୁ ଆଉ ୯୮୭ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ବର : ରାଜ୍ୟରୁ ମଙ୍ଗଳବାର ଆଉ ୯୮୭ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩ଲକ୍ଷ  ୩୭ହଜାର ୮୦ରେ ପହଞ୍ଚିଛି । ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୫୭୨ ଜଣ ସଙ୍ଗରୋଧରୁ ରହିଥିବା ବେଳେ ୪୧୫ ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ କରି ସୂଚନା ଦିଆଯାଇଛି।

- Advertisement -

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories