www.samajalive.in
Sunday, December 7, 2025
16.1 C
Bhubaneswar

ରାଜ୍ୟରୁ ଆଉ ୧୭୯୩ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ବର : ରାଜ୍ୟରୁ ଶୁକ୍ରବାର ଆଉ ୧୭୯୩ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୨୭୭୮୮୭ରେ ପହଞ୍ଚିଛି । ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୦୩୧ ଜଣ ସଙ୍ଗରୋଧରୁ ରହିଥିବା ବେଳେ ୭୬୨ ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ କରି ସୂଚନା ଦିଆଯାଇଛି।

- Advertisement -

Hot this week

ଆଠଗଡ଼ର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଡଃ ରାଧାନାଥ ଜୟନ୍ତୀ ପାଳିତ

ସମାଜ ନ୍ୟୁଜ ଡେସ୍କ- ଆଠଗଡର ସର୍ବପୁରାତନ ପିଏମଶ୍ରୀ ବିଶ୍ଵନାଥ ବିଦ୍ୟାପୀଠରେ ବିଶିଷ୍ଟ...

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

ସରକାର ସ୍ଥିର କଲେ ବିମାନ ଭଡ଼ା, ଇଣ୍ଡିଗୋ CEOଙ୍କୁ କାରଣ ଦର୍ଶାଅ ନୋଟିସ୍

ସମାଜ ନ୍ୟୁଜ ଡେସ୍କ- ଇଣ୍ଡିଗୋ ସଙ୍କଟକୁ ଦୃଷ୍ଟିରେ ରଖି, ଭାରତ ସରକାରଙ୍କ...

SSI ସ୍ପୋର୍ଟ୍ସ ଆୱାର୍ଡ; ଯୋଗ ଦେଲେ ବହୁ ଅଲିମ୍ପିଆଡ ଓ କିମ୍ବଦନ୍ତୀ ଖେଳାଳି

ସମାଜ ନ୍ୟୁଜ ଡେସ୍କ- SSI ଭୁବନେଶ୍ବର ପକ୍ଷରୁ ତୃତୀୟ ଥର ପାଇଁ...

Related Articles

Popular Categories