www.samajalive.in
Monday, December 8, 2025
27.1 C
Bhubaneswar

ସୁକିନ୍ଦା ବିଧାୟକ ପ୍ରୀତିରଞ୍ଜନ ଘଡାଇଙ୍କୁ କରୋନା

ଯାଜପୁର : ଯାଜପୁର ଜିଲା ସୁକିନ୍ଦା ବିଧାୟକ ପ୍ରୀତିରଞ୍ଜନ ଘଡାଇ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏନେଇ ପ୍ରୀତିରଞ୍ଜନ ଘଡାଇ ସାମାଜିକ ଗଣମାଧ୍ୟମରେ ସୂଚନା ଦେଇଛନ୍ତି। ସେ ଫେସବୁକରେ ଲେଖିଛନ୍ତି ଯେ, ମୋଠାରେ କରୋନାର କୌଣସି ଲକ୍ଷଣ ନାହିଁ, ଯେହେତୁ ସ୍ୱାବ ଟେଷ୍ଟରେ ପଜିଟିଭି ଆସିଛି। ଡାକ୍ତରଙ୍କ ପରାମର୍ଶରେ ନେଇ ଦୁଇ ସପ୍ତାହ ପାଇଁ ସଙ୍ଗରୋଧ କେନ୍ଦ୍ରରେ ରହିବି ।

Hot this week

ହୋଟେଲ ବୁକିଂ ନାଁରେ ଠକେଇ: ସାବଧାନ, ଠକମାନେ ଏମିତି ଫଶାଉଛନ୍ତି

ସମାଜ ଡିଜିଟାଲ ଡେସ୍କ: ନିକଟରେ, ପ୍ରୟାଗରାଜର କ୍ୟାଣ୍ଟ ପୁଲିସ ଷ୍ଟେସନ ଅଞ୍ଚଳରେ...

ପଲିଥିନ୍‌ କାରଖାନାରେ ନିଆଁ

କଟକ: ଆଜି କଟକ ଜଗତପୁରରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଗୁଜରପୁରଠାରେ ଥିବା...

ସଂସଦରେ ‘ବନ୍ଦେ ମାତରମ୍‌ ବିତର୍କ’: କଂଗ୍ରେସକୁ ଟାର୍ଗେଟ

ନୂଆଦିଲ୍ଳୀ: ସୋମବାର ସଂସଦର ଶୀତକାଳୀନ ଅଧିବେଶନରେ ‘ବନ୍ଦେ ମାତରମ୍‌’ ଉପରେ ବିତର୍କ...

ମୁଖ୍ୟମନ୍ତ୍ରୀଙ୍କ ବାସଭବନ ମରାମତି ଖର୍ଚ୍ଚ ୫୦ ଲକ୍ଷ ଟଙ୍କା

ଭୁବନେଶ୍ଵର : ଆଜି ବିଧାନସଭାର ଶୀତ ଅଧିବେଶନର ଦଶମ ଦିନ। ଗୃହ...

କମ୍ବୋଡିଆ ସେନା ଉପରେ ଥାଇଲ୍ୟାଣ୍ଡର ଆକ୍ରମଣ

ସମାଜ ଲାଇଭ ଡ଼େସ୍କ : ଥାଇଲ୍ୟାଣ୍ଡ ଏହାର ପଡ଼ୋଶୀ ଦେଶ କମ୍ବୋଡିଆ...

Related Articles

Popular Categories