www.samajalive.in
Saturday, December 6, 2025
26.1 C
Bhubaneswar

ଆଜି ରାଜ୍ୟରେ ସୁସ୍ଥ ହେଲେ ୧୧୯୫୪ କରୋନା ଆକ୍ରାନ୍ତ, ମୋଟ ଆରୋଗ୍ୟ ସଂଖ୍ୟା ୬୪୭୧୩୩କୁ ବୃଦ୍ଧି

ଭୁବନେଶ୍ବର: ଆଜି ରାଜ୍ୟରେ ୧୧୯୫୪ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଆଜି ସୁସ୍ଥ ହୋଇଥିବା କରୋନା ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ୬୪୭୧୩୩କୁ ବୃଦ୍ଧି ପାଇଛି ବୋଲି ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ କରି ସୂଚନା ଦିଆଯାଇଛି। ଆଜି ଖୋର୍ଦ୍ଧା ଜିଲାରେ ସର୍ବାଧିକ ୧୩୩୮ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ସେହିପରି ସୁନ୍ଦରଗଡ଼ ୯୯୪, କଟକ ୮୩୧, ଅନୁଗୁଳ ୭୯୭, ଯାଜପୁର ୭୫୬, ସମ୍ବଲପୁର ୭୦୨, ମୟୂରଭଞ୍ଜ ୫୪୫, ପୁରୀ ୪୨୪, ଭଦ୍ରକ ୪୨୦, ନୟାଗଡ଼ ୪୧୯, ନବରଙ୍ଗପୁର ୪୧୦, ବାଲେଶ୍ବର ୪୦୮, ଜଗତସିଂହପୁର ୩୩୦, ରାୟଗଡ଼ା ୩୦୭, କଳାହାଣ୍ଡି ୨୯୬, ବଲାଙ୍ଗିର ୨୯୪, ଝାରସୁଗଡ଼ା ୨୯୨, କୋରାପୁଟ ୨୫୮, ବରଗଡ଼ ୨୫୨, କେନ୍ଦୁଝର ୨୪୪, ଷେଟପୁଲ ୨୪୨, ସୋନପୁର ୨୨୦, ଗଞ୍ଜାମ ୨୧୮, କେନ୍ଦ୍ରାପଡ଼ା ୧୯୩, ଢେଙ୍କାନାଳ ୧୭୫, ନୂଆପଡ଼ା ୧୨୩, ବୌଦ୍ଧ ୧୧୩, ଦେବଗଡ଼ ୧୦୪, କନ୍ଧମାଳ ୧୦୧, ମାଲକାନଗିରି ୮୪ ଓ ଗଜପତି ୬୪ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି ବୋଲି ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ୍‌ ଯୋଗେ ସୂଚନା ଦିଆଯାଇଛି।

- Advertisement -

Hot this week

ଅନ୍ତିମ ଦିନିକିଆ: ଟସ୍‌ ଜିତି ବୋଲିଂ କରୁଛି ଭାରତ

ବିଶାଖାପାଟଣା: ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଆଜି ଅନ୍ତିମ ଦିନିକିଆ...

ଅପରାହ୍ନ ୨ଟା ମୁଖ୍ୟଖବର

() ରାଜଧାନୀରେ ଚୋରା ବନ୍ଧୁକ କାରବାର କରୁଥିବା ଗ୍ୟାଙ୍ଗର ଦୁଇ କୁଖ୍ୟାତ...

ବିମାନ ଅଚଳାବସ୍ଥା: ଅପିଲ୍‌ କଲେ ସୋନୁ ସୁଦ୍‌

ନୂଆଦିଲ୍ଲୀ: ଗତ ୫ଦିନ ହେଲାଣି ଇଣ୍ଡିଗୋ ଏୟାରଲାଇନ୍ସରେ ଦେଖା ଦେଇଥିବା ଅଚଳାବସ୍ଥା...

ଟ୍ରମ୍ପଙ୍କୁ ମିଳିଲା ଫିଫାର ପ୍ରଥମ ଶାନ୍ତି ପୁରସ୍କାର

ସମାଜ ଲାଇଭ ଡ଼େସ୍କ : ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ନୂତନ...

ଦୁଇ କୁଖ୍ୟାତ ଅପରାଧି କାବୁ, କାର୍ବାଇନ୍ ଜବତ

ଭୁବନେଶ୍ୱର : ଚୋରା ବନ୍ଧୁକ କାରବାର କରୁଥିବା ଗ୍ୟାଙ୍ଗର ଦୁଇ କୁଖ୍ୟାତ...

Related Articles

Popular Categories