www.samajalive.in
Thursday, December 11, 2025
16.1 C
Bhubaneswar

ଆଜି ରାଜ୍ୟରେ ପୁଣି ସୁସ୍ଥ ହେଲେ ୬୮୫୪ କରୋନା ଆକ୍ରାନ୍ତ, ମୋଟ ଆରୋଗ୍ୟ ସଂଖ୍ୟା ୪୨୩୨୫୭କୁ ବୃଦ୍ଧି

ଭୁବନେଶ୍ବର: ଆଜି ରାଜ୍ୟରେ ପୁଣି ୬୮୫୪ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଆଜି ସୁସ୍ଥ ହୋଇଥିବା କରୋନା ଆକ୍ରାନ୍ତଙ୍କୁ ମିଶାଇ ମୋଟ ଆରୋଗ୍ୟ ସଂଖ୍ୟା ୪୨୩୨୫୭କୁ ବୃଦ୍ଧି ପାଇଛି। ଆଜି ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୧୦୯୧ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ସେହିପରି ଝାରସୁଗୁଡ଼ା ୪୨୧, ନବରଙ୍ଗପୁର ୪୧୫, ସୁନ୍ଦରଗଡ଼ ୩୭୦, ବଲାଙ୍ଗିର ୩୫୮, ଅନୁଗୁଳ ୩୪୮, ବରଗଡ଼ ୩୦୮, ଯାଜପୁର ୩୦୧, କେନ୍ଦୁଝର ୩୦୦, ମୟୂରଭଞ୍ଜ ୨୮୯, ନୂଆପଡ଼ା ୨୮୨, ଗଞ୍ଜାମ ୨୭୪, କଳାହାଣ୍ଡି ୨୭୪, ପୁରୀ ୨୫୯, ଷ୍ଟେଟ୍‌ପୁଲ ୨୧୨, କଟକ ୧୯୯, ରାୟଗଡ଼ା ୧୮୭, ସମ୍ବଲପୁର ୧୬୩, ଜଗତସିଂହପୁର ୧୧୨, ଗଜପତି ୧୦୯, ନୟାଗଡ଼ ୧୦୪, ବାଲେଶ୍ବର ୭୯, ସୋନପୁର ୭୮, କେନ୍ଦ୍ରାପଡ଼ା ୭୭, ଭଦ୍ରକ ୬୫, କୋରାପୁଟ ୫୫, କନ୍ଧମାଳ ୩୮, ମାଲକାନଗିରି ୩୨, ଦେବଗଡ଼ ୨୮ ଓ ବୌଦ୍ଧରୁ ୧୫ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି ବୋଲି ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ୍‌ ଯୋଗେ ସୂଚନା ଦିଆଯାଇଛି।

- Advertisement -

Hot this week

କଥା ହେଲେ ମୋଦୀ, ଟ୍ରମ୍ପ – ବାଣିଜ୍ୟ ଚୁକ୍ତି ଉପରେ ଆଲୋଚନା

ନୂଆଦିଲ୍ଲୀ - ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସହ ଭାରତର ପ୍ରଧାନମନ୍ତ୍ରୀ...

ମାଲ୍ୟବନ୍ତ ମହୋତ୍ସବ ସ୍ଥଗିତ

ମାଲକାନଗିରି - ମାଲକାନଗିରି ଜିଲାରେ ଡିସେମ୍ବର ୪ ତାରିଖରେ ଏକ ମୁଣ୍ଡବିହୀନ...

ବନ୍ଧୁକ ବେପାର ବେଳେ ଦୁଇ ବେପାରୀଙ୍କୁ ମାଡି ବସିଲା ଏସ୍‌ଟିଏଫ୍‌

ଭୁବନେଶ୍ୱର - ନୂଆବର୍ଷ ପୂର୍ବରୁ ଦୁଇ ବନ୍ଧୁକ ବେପାରୀଙ୍କୁ ଗିରଫ କରିଛି...

ଦରମା ଓ ଭତ୍ତା ବୃଦ୍ଧିକୁ ବିରୋଧ କଲେ : ବିଧାୟକ ଲକ୍ଷ୍ମଣ ମୁଣ୍ତା

ଭୁବନେଶ୍ୱର - ଗତ ମଙ୍ଗଳବାର ବିଧାନସଭା ଗୃହରେ ପାରିତ ହୋଇଥିବା ବିଧାୟକ...

Related Articles

Popular Categories