www.samajalive.in
Sunday, December 7, 2025
23.1 C
Bhubaneswar

ଆଜି ରାଜ୍ୟରେ ପୁଣି ୧୪୬୩ଜଣ କରୋନା ଆକ୍ରାନ୍ତ ସୁସ୍ଥ, ମୋଟ ଆରୋଗ୍ୟ ସଂଖ୍ୟା ୯୬୯୯୧୬କୁ ବୃଦ୍ଧି

ଭୁବନେଶ୍ବର: ଆଜି ରାଜ୍ୟରେ ପୁଣି ୧୪୬୩ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଆଜି ସୁସ୍ଥ ହୋଇଥିବା କରୋନା ଆକ୍ରାନ୍ତଙ୍କୁ ମିଶାଇ ମୋଟ ଆରୋଗ୍ୟ ସଂଖ୍ୟା ୯୬୯୯୧୬କୁ ବୃଦ୍ଧି ପାଇଛି। ଆଜି ଖୋର୍ଦ୍ଧା ଜିଲାରୁ ୪୫୧ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ସେହିପରି କଟକ ୧୮୯, ପୁରୀ ୧୦୯, ଷ୍ଟେଟପୁଲ ୧୦୩, ବାଲେଶ୍ବର ୯୨, ଯାଜପୁର ୭୮, ଜଗତସିଂହପୁର ୬୬, ଅନୁଗୁଳ ୪୮, ଭଦ୍ରକ ୪୨, କେନ୍ଦ୍ରାପଡ଼ା ୪୧, ମୟୂରଭଞ୍ଜ ୪୧, ଢେଙ୍କାନାଳ ୩୩, ନୟାଗଡ଼ ୨୯, ସୁନ୍ଦରଗଡ଼ ୨୨, ରାୟଗଡ଼ା ୧୬, କନ୍ଧମାଳ ୧୫, କେନ୍ଦୁଝର ୧୧, ସୋନପୁର ୧୧, କୋରାପୁଟ ୯, ବଲାଙ୍ଗିର ୮, କଳାହାଣ୍ଡି ୮, ମାଲକାନଗିରି ୮, ସମ୍ବଲପୁର ୮, ଦେବଗଡ଼ ୭, ଗଞ୍ଜାମ ୭, ବୌଦ୍ଧ ୪, ଗଜପତି ୩ ସମେତ ବରଗଡ଼, ଝାରସୁଗୁଡ଼ା, ନବରଙ୍ଗପୁର ଓ ନୂଆପଡ଼ାରୁ ଜଣେ ଲେଖାଏଁ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି ବୋଲି ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ ଯୋଗେ ସୂଚନା ଦିଆଯାଇଛି।

- Advertisement -

Hot this week

ଗୋଆ ଅଗ୍ନିକାଣ୍ଡ: ମୃତକଙ୍କ ପରିବାରକୁ ୨ଲକ୍ଷ ଟଙ୍କାର ଅନୁକମ୍ପା ଘୋଷଣା କଲେ ପ୍ରଧାନମନ୍ତ୍ରୀ

ସମାଜ ଲାଇଭ ଡ଼େସ୍କ : ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ...

ଅଲାସ୍କା-କାନାଡାର ସୀମାବର୍ତ୍ତୀ ଅଞ୍ଚଳରେ ଭୂକମ୍ପ ଝଟ୍‌କା

ନୂଆଦିଲ୍ଲୀ: ଅଲାସ୍କା ଏବଂ କାନାଡିୟ ଅଞ୍ଚଳ ୟୁକୋନ ସୀମା ନିକଟବର୍ତ୍ତୀ ଅଞ୍ଚଳରେ...

ଘରର ଏହି ଦିଗରେ ରଖନ୍ତୁ ଏହି ଖାସ୍‌ ଜିନିଷ : ଜୀବନରେ ଆସିବ ଉନ୍ନତି , ହେବ ଧନ ବର୍ଷା

ନୂଆଦିଲ୍ଲୀ : ବାସ୍ତୁ ଶାସ୍ତ୍ର ଅନୁଯାୟୀ ଘରେ କିଛି ଖାସ୍ ବସ୍ତୁ...

ଅହୋରାତ୍ର ଧାରଣାରେ ପ୍ରାଥମିକ ଶିକ୍ଷକ ମହାସଂଘ

ଭୁବନେଶ୍ୱର,୬ା୧୨(ନି.ପ୍ର): ଗାନ୍ଧୀମାର୍ଗରେ ପ୍ରାଥମିକ ଶିକ୍ଷକ ମହାସଂଘର ଅହୋରାତ୍ର ଆନ୍ଦୋଳନ ଜାରି ରହିଛି।...

ବାଚସ୍ପତିଙ୍କ ରୁଲିଂ ଦାବି କଲେ ପ୍ରମିଳା

ଭୁବନେଶ୍ୱର : ରାଜ୍ୟରେ ମାନବ ଚାଲାଣ ଓ ଶିଶୁ ନିର୍ଯାତନା ଚିନ୍ତାଜନକ...

Related Articles

Popular Categories