www.samajalive.in
Saturday, December 6, 2025
19.1 C
Bhubaneswar

୭୫ ଲକ୍ଷ ଟପିଲା କରୋନା ସଂକ୍ରମଣ, ଦିନକରେ ୫୭୯ଜଣଙ୍କର ମୃତ୍ୟୁ

ନୂଆଦିଲ୍ଲୀ : ଦେଶରେ ଦିନକୁ ଦିନ କରୋନା ସଂକ୍ରମଣ ଓ ମୃତ୍ୟୁ ସଂଖ୍ୟା ହ୍ରାସ ପାଇବାରେ ଲାଗିଛି। ତେବେ ଗତ ୨୪ ଘଣ୍ଟା ମଧ୍ୟରେ     ଆଉ ୫୫,୭୨୩ ନୂଆ ସଂକ୍ରମିତ ଚିହ୍ନଟ ହେବା ସହ ଦେଶରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୭୫,୫୦,୨୭୪କୁ ବୃଦ୍ଧି ପାଇଛି। ସେହିପରି ଗୋଟିଏ ଦିନରେ ଆଉ ୫୭୯ଜଣଙ୍କର ମୃତ୍ୟୁ ସହ ଦେଶରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧,୧୪,୬୧୦ରେ ପହଞ୍ଚିଛି।

ଅନ୍ୟପକ୍ଷରେ ଦେଶରେ ୭,୭୨,୦୫୫ ଜଣ ସକ୍ରିୟ କରୋନା ଆକ୍ରାନ୍ତ ବିଭିନ୍ନ ସ୍ଥାନରେ ଚିକିତ୍ସିତ ହେଉଛନ୍ତି। ତେବେ ଦେଶରେ ମୋଟ ଆରୋଗ୍ୟଙ୍କ ସଂଖ୍ୟା ୬୬,୬୩,୦୫୫କୁ ବୃଦ୍ଧି ପାଇଛି। ଦେଶରେ କୋଭିଡ୍‍-୧୯ ଆରୋଗ୍ୟ ହାର ୮୮ପ୍ରତିଶତ ଅତିକ୍ରମ କରିଥିବା ବେଳେ ମୃତ୍ୟୁହାର ୧.୫୨ ଭାଗକୁ ହ୍ରାସ ପାଇଛି।

Hot this week

ଜୟସୱାଲଙ୍କ ଶତକ: ମ୍ୟାଚ ସହ ସିରିଜ ଜିତିଲା ଭାରତ, ହିଟ୍‌ମ୍ୟାନଙ୍କ ନୂଆ ରେକର୍ଡ

ସମାଜଲାଇଭ ଡେସ୍କ: ଦକ୍ଷିଣ ଆଫ୍ରିକା ବିପକ୍ଷରେ ୩ୟ ଦିନିକିଆ ମ୍ୟାଚ ସହିତ...

ପୁଟିନଙ୍କୁ ପରସାଗଲା ନିରାମିଷ ଖାଦ୍ୟ: ମଦ, ମାଂସ କାହିଁକି ଦିଆଗଲାନି ବୋଲି ପ୍ରଶ୍ନ ଉଠାଇଲେ କଂଗ୍ରେସ ନେତା

ସମାଜଲାଇଭ ଡେସ୍କ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଦୁଇ ଦିନିଆ ଭାରତ...

ଯୁବତୀଙ୍କୁ ଅସଦାଚରଣ, ସମ୍ପର୍କୀୟ ଦାଦା ଗିରଫ

ଗୋପାଳପୁର: ଗୋଳନ୍ଥରା ଥାନା ଅନ୍ତର୍ଗତ ଏକ ଗ୍ରାମରେ ଜଣେ ଯୁବତୀଙ୍କୁ ଅସଦାଚରଣ...

ସମ୍ବଲପୁରୀ ସିନେମା ‘ସୁଟଆଉଟ ଇନ ସୋନପୁର’ର ଶୁଭ ମହୁରତ

ସମ୍ବଲପୁର: ସମ୍ୱଲପୁରର ସେନପାର୍କ ନିକଟ ଓଡିଶା ସାଂସ୍କୃତିକ ଭବନଠାରେ ଶନିବାର ସାଇଦତ୍ତ...

ସ୍ୱାମୀ ହତ୍ୟାକାରୀ ସ୍ତ୍ରୀକୁ ଆଜୀବନ କାରାଦଣ୍ଡ

ଆଠଗଡ: ଆଠଗଡ ସହରରେ ଘଟିଥିବା ଏକ ହତ୍ୟା ମାମଲା ବିଚାର କରି...

Related Articles

Popular Categories