www.samajalive.in
Sunday, December 7, 2025
13.1 C
Bhubaneswar

୨୪ଘଣ୍ଟାର ନୂଆ ୭୪,୪୪୨ ପଜିଟିଭ୍: ଆକ୍ରାନ୍ତଙ୍କ ସଂଖ୍ୟା ୬୬,୨୩,୮୧୬ରେ ପହଞ୍ଚିଲା

ନୂଆଦିଲ୍ଲୀ : ଦେଶରେ କରୋନା ସଂକ୍ରମଣ ଓ ମୃତ୍ୟୁ ସଂଖ୍ୟା କ୍ରମାଗତ ଭାବେ ହ୍ରାସ ପାଇବାରେ ଲାଗିଛି। ଅନ୍ୟ ପକ୍ଷରେ ଦେଶରେ ଆରୋଗ୍ୟଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି।

ଗତ ୨୪ ଘଣ୍ଟା ମଧ୍ୟରେ ଆଉ ୭୪,୪୪୨ ନୂଆ ଆକ୍ରାନ୍ତ ଚିହ୍ନଟ ସହ ଦେଶରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୬୬,୨୩,୮୧୬ରେ ପହଞ୍ଚିଛି। ସେହିପରି ଦେଶରେ ୯,୩୪,୪୨୭ ସକ୍ରିୟ କରୋନା ଆକ୍ରାନ୍ତ ଚିକିତ୍ସାଧୀନ ଅବସ୍ଥାରେ ଥିବାବେଳେ, ୫୫,୮୬,୭୦୩ କରୋନା ସଂକ୍ରମିତ ଆରୋଗ୍ୟ ଲାଭ କରିଛନ୍ତି।

- Advertisement -

କେନ୍ଦ୍ର ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ କହିଛି, ଗୋଟିଏ ଦିନରେ ଆଉ ୯୦୩ ଜଣଙ୍କର ମୃତ୍ୟୁ ସହିତ ଦେଶରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧ ଲକ୍ଷ ୨ହଜାର, ୬୮୫କୁ ଛୁଇଁଛି। ଆରୋଗ୍ୟ କ୍ଷେତ୍ରରେ ଭାରତ ବିଶ୍ଵରେ ପ୍ରଥମ ଓ୍ଥାନ ଅଧିକାର କରିଛି।

Hot this week

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣା

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣ ଚନ୍ଦ୍ରଶେଖରପୁର,...

ରାଜ୍ୟସଭାରେ ସାଂସଦ ସୁଜିତ କୁମାରଙ୍କ ପ୍ରସ୍ତାବ ପାଠ୍ୟପୁସ୍ତକ, ସରକାରୀ ୱେବସାଇଟରୁ ‘ଲର୍ଡ’ ଶଦ୍ଦକୁ ବାଦ୍‍ ଦିଆଯାଉ

ନୂଆଦିଲ୍ଲୀ,: ବ୍ରିଟିଶ ଗଭର୍ଣ୍ଣର ଜେନେରାଲ ଏବଂ ଭାଇସରୟଙ୍କ ଉଦେଶ୍ୟରେ ବ୍ୟବହାର ହେଉଥିବା...

ଆଠଗଡ଼ର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଡଃ ରାଧାନାଥ ଜୟନ୍ତୀ ପାଳିତ

ସମାଜ ନ୍ୟୁଜ ଡେସ୍କ- ଆଠଗଡର ସର୍ବପୁରାତନ ପିଏମଶ୍ରୀ ବିଶ୍ଵନାଥ ବିଦ୍ୟାପୀଠରେ ବିଶିଷ୍ଟ...

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

Related Articles

Popular Categories