www.samajalive.in
Monday, December 15, 2025
27.1 C
Bhubaneswar

ଦେଶରେ ପୁଣି ବଢ଼ିଲା କରୋନା ସଂକ୍ରମଣ ଓ ମୃତ୍ୟୁ ସଂଖ୍ୟା; ୨୪ ଘଣ୍ଟାରେ ୫୦ ହଜାର ୨୦୯ ନୂଆ ଆକ୍ରାନ୍ତ, ୭୦୪ ମୃତ

ନୂଆଦିଲ୍ଲୀ: ଭାରତରେ କରୋନା ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟ ହ୍ରାସା ପାଉଥିବା ବେଳେ ପୁଣି ଥରେ ସାମାନ୍ୟ ବୃଦ୍ଧି ହେଉଥିବା ଦେଖିବାକୁ ମିଳଛି। ଗତ ୨୪ ଘଣ୍ଟାରେ ୫୦ ହଜାର ୨୦୯ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏଥିସହ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୮୩  ଲକ୍ଷ ୬୪ ହଜାର ୦୮୬ ରେ ପହଞ୍ଚିଛି। ସେହିପରି ଗୋଟିଏ ଦିନରେ ୭୦୪ ଜଣ କରୋନା କରୋନା ଆକ୍ରାନ୍ତରେ ପ୍ରାଣ ହରାଇଛନ୍ତି। ଏଥିସହ ମୋଟ ମୃତ୍ୟୁ ସଂଖ୍ୟା ୧ ଲକ୍ଷ ହଜାର ୨୪ ହଜାର ୩୧୫ କୁ ବୃଦ୍ଧି ପାଇଛି। ଦେଶରେ ଏବେ ୫ ଲକ୍ଷ ୨୭ ହଜାର ୯୬୨ ଜଣ ସକ୍ରିୟ ରୋଗୀ ଥିବାବେଳେ ୭୭ଲକ୍ଷ ୧୧ ହଜାର ୮୦୯ ଜଣ ସୁସ୍ଥ ହୋଇଥିବା କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ଦିଆଯାଇଛି।

Hot this week

ନିଆଁରେ ପୋଡି ହୋଇ ବୃଦ୍ଧା ଗୁରୁତର

କଲ୍ୟାଣସିଂହପୁର: ରାୟଗଡା ଜିଲ୍ଲା କଲ୍ୟାଣସିଂହପୁର ବ୍ଲକ ଧାମୁଣିପଙ୍ଗା ପଞ୍ଚାୟତର କତାଗୁଡା ଗ୍ରାମରେ...

ଫୁଙ୍କନଳୀରେ ପିଟି ପ୍ରେମିକାଙ୍କୁ ହତ୍ୟା

ନୟାଗଡ଼: ନୟାଗଡ଼ ଜିଲା ଶରଣକୁଳ ଥାନା ସାବିଦେଇପୁର ଅଞ୍ଚଳରେ ଏକ ଅଭାବନୀୟ...

ଦନ୍ତା ହାତୀର ମୃତ୍ୟୁ

ଅନୁଗୋଳ: ଅନୁଗୋଳ ବନଖଣ୍ଡ ଅନ୍ତର୍ଗତ ପୋକୁଣ୍ଡା ସେକ୍ସନ୍ ମାଣିକଯୋଡ଼ି ପଞ୍ଚାୟତ ବାଲିଆପଶିଠାରେ...

ରାଜ୍ୟପାଳଙ୍କ ଏଡିସି ଭାବେ ନିଯୁକ୍ତ ହେଲେ ନୌସେନା ଅଧିକାରୀ ଲେଫ୍ଟନାଣ୍ଟ ହର୍ଷିତ ଦେଓ

ଭୁବନେଶ୍ୱର: ନୌସେନା ଅଧିକାରୀ ଲେଫ୍ଟନାଣ୍ଟ ହର୍ଷିତ ଦେଓ ସୋମବାର ଦିନ ଓଡ଼ିଶା...

କୁହୁଡ଼ି ପାଇଁ ମୋଦୀଙ୍କ ବିମାନ ବିଳମ୍ବ

ସମାଜ ଲାଇଭ ଡ଼େସ୍କ : ଘନ କୁହୁଡ଼ି ଜାତୀୟ ଦିଲ୍ଲୀକୁ ଘେରି...

Related Articles

Popular Categories