www.samajalive.in
Wednesday, December 10, 2025
16.1 C
Bhubaneswar

ରାଜ୍ୟରେ କରୋନାରେ ଆଉ ଜଣଙ୍କର ମୃତ୍ୟୁ

ଗଞ୍ଜାମ : ରାଜ୍ୟରେ କରୋନାରେ ଶନିବାର ଆଉ ଜଣଙ୍କର ମୃତ୍ୟୁ ଘଟିଛି। ମୃତକ ଜଣଙ୍କ ଗଞ୍ଜାମ ଜିଲାର ୬୮ବର୍ଷୀୟ ପୁରୁଷ ହୋଇଥିବା ଜଣାପଡିଛି। ଏଥିସହିତ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୧୮ରେ ପହଞ୍ଚିଛି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ୍ କରି ସୂଚନା ଦିଆଯାଇଛି।

Hot this week

ବାରବାଟୀରେ ଏକତରଫା ବିଜୟ: ଦକ୍ଷିଣ ଆଫ୍ରିକାର ସର୍ବନିମ୍ନ ସ୍କୋର

କଟକ: କଟକ ବାରବାଟୀ ଷ୍ଟାଡିୟମ୍‌ରେ ଭାରତୀୟ ଦଳ ଦକ୍ଷିଣ ଆଫ୍ରିକା ବିପକ୍ଷରେ...

ବାରବାଟୀରେ ଭାରତର ବିରାଟ ବିଜୟ

କଟକ -   ବାରବାଟୀରେ ଭାରତର ବିରାଟ ବିଜୟ । ଦକ୍ଷିଣ ଆଫ୍ରିକାକୁ...

ଛାତ୍ରଙ୍କୁ ରାଗିଂ: ଡ୍ରଗ୍ସ ନେବାକୁ ବାଧ୍ୟ କଲେ, ପାଇଖାନା ଚଟାଣ ଚଟାଇଲେ

ପିପିଲି: ରାଜ୍ୟର ଏକ ପ୍ରମୁଖ ଘରୋଇ ବିଶ୍ୱବିଦ୍ୟାଳୟ ଅଧୀନରେ ଥିବା ରାଜଧାନୀ...

ଦକ୍ଷିଣ ଆଫ୍ରିକାକୁ ୧୭୬ ରନର ଟାର୍ଗେଟ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭ୍ରମଣକାରୀ ଦକ୍ଷିଣ ଆଫ୍ରିକାକୁ ୧୭୬...

ଭାରତର ପଞ୍ଚମ ଓ୍ୱିକେଟ ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତର ପଞ୍ଚମ ଓ୍ୱିକେଟ ପତନ...

Related Articles

Popular Categories