www.samajalive.in
Wednesday, December 10, 2025
18.1 C
Bhubaneswar

ରାଜ୍ୟରେ ଆଉ ୭୧୮ କରୋନା ପଜିଟିଭ ଚିହ୍ନଟ : ସଙ୍ଗରୋଧ କେନ୍ଦ୍ରରୁ ୪୭୯, ସ୍ଥାନୀୟ ସଂକ୍ରମଣ ୨୩୯

ଭୁବନେଶ୍ବର : ରାଜ୍ୟରେ ଶୁକ୍ରବାର ଆଉ ୭୧୮ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ସଙ୍ଗରୋଧ କେନ୍ଦ୍ରରୁ ୪୭୯ ଚିହ୍ନଟ ହୋଇଥିବାବେଳେ ସ୍ଥାନୀୟ ସଂକ୍ରମଣରୁ ୨୩୯ ଚିହ୍ନଟ ହୋଇଥିବା ଜଣାପଡିଛି। ଏଥିସହିତ ରାଜ୍ୟରେ ମୋଟ ପଜିଟିଭଙ୍କ ସଂଖ୍ୟା ୧୬ହଜାର ୧୧୦କୁ ବୃଦ୍ଧି ପାଇଛି।

ଆଜି ଚିହ୍ନଟ ହୋଇଥିବା ୭୧୮ କରୋନା ଆକ୍ରାନ୍ତଙ୍କ ମଧ୍ୟରେ ଗଞ୍ଜାମରୁ ସର୍ବାଧିକ ୨୩୧ ଜଣ ଚିହ୍ନଟ ହୋଇଛନ୍ତି। ସେହିଭଳି ଅନୁଗୁଳ ଜିଲାରୁ ୯ ଜଣ, ବାଲେଶ୍ବରରୁ ୯ ଜଣ, ବରଗଡ଼ ୪, ଭଦ୍ରକ ୧୦. କଟକ ୩୨, ଢେଙ୍କାନାଳ ୬, ଗଜପତି ୨୧, ଜଗତସିଂହପୁର ୧୬, ଝାରସୁଗୁଡା ୨୪, କନ୍ଧମାଳ ୭, କେନ୍ଦ୍ରାପାଡା ୪, କେନ୍ଦୁଝର ୨୮, ଖୋର୍ଦ୍ଧା ୧୫୦, କୋରାପୁଟ ୨୭, ମାଲକାନଗିରି ୫୪, ମୟୁରଭଞ୍ଜ ୨୨, ନବରଙ୍ଗପୁର ୧, ନୟାଗଡ଼ ୧୩, ପୁରୀ ୯, ରାୟଗଡା ୧୯, ସମ୍ବଲପୁର ୭, ସୋନପୁର ୫ ଏବଂ ସୁନ୍ଦରଗଡ଼ରୁ ୧୦ ଜଣ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ଟ୍ବିଟ୍ କରି ସୂଚନା ଦିଆଯାଇଛି।

- Advertisement -

Hot this week

ଆପଣଙ୍କ ବିଦ୍ୟୁତ୍‌ ବିଲ୍‌ କମାଇଦେବ AI

ନୂଆଦିଲ୍ଲୀ - ଏବେ ଏଆଇ ବା କୃତ୍ରିମ ବୁଦ୍ଧିମତାକୁ ନେଇ ଅନେକ...

ନିଶା ଭାବରେ ବ୍ୟବହାର କରାଯାଉଥିବା କଫ୍‌ ସିରଫ ବ୍ୟବସାୟ ରୋକିବା ପାଇଁ ପୁଲିସ ତତ୍ପର

କଟକ- ବେଆଇନ କଫ୍‌ ସିରପ ଚୋରା ଚାଲାଣ ଓ ବ୍ୟବସାୟ ରୋକିବା...

ସୁଧୁରୁଛି ସ୍ଥିତି- ଏବେ ବିମାନ ଚଳାଚଳ ସ୍ୱାଭାବିକ ହେବ

ଭୁବନେଶ୍ବର ବିଜୁପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରେ ଇଣ୍ଡିଗୋ ବିମାନ ଚଳାଚଳ ନେଇ ଦେଖାଦେଇଥିବା...

ଭାରତ ମୁସଲମାନ ମାନେ ଧମାନ୍ତରିତ : ବ୍ରିଜଭୂଷଣ ଶରଣ ସିଂ

ସମାଜ ଲାଇଭ ଡ଼େସ୍କ : ପୂର୍ବତନ କେସିଆରଗଞ୍ଜ ସାଂସଦ ବ୍ରିଜଭୂଷଣ ଶରଣ...

ମରକ୍କୋରେ ୨ଟି କୋଠା ଭୁଶୁଡ଼ି ୧୯ ମୃତ

ସମାଜ ଲାଇଭ ଡ଼େସ୍କ : ମରକ୍କୋର ଫେଜ୍‌ ସହରରେ ଦୁଇଟି କୋଠା...

Related Articles

Popular Categories