ନୂଆଦିଲ୍ଲୀ : ଦେଶରେ ଗତ ୨୪ ଘଣ୍ଟା ଭିତରେ କରୋନା ମୃତ୍ୟୁ ସଂଖ୍ୟା ୩୧ ହଜାର ୩୫୮କୁ ବୃଦ୍ଧି ପାଇଛି। ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୩ ଲକ୍ଷ ୩୬ ହଜାର ୮୬୧ରେ ପହଞ୍ଚିଛି। ସେହିଭଳି ଗତ ୨୪ ଘଣ୍ଟାରେ ସର୍ବାଧିକ ୪୮, ୯୧୬ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ୭୫୭ ଜଣଙ୍କର ମୃତ୍ୟୁ ଘଟିଛି। ଆକ୍ଟିଭ୍ କେସ୍ ୪, ୫୬,୦୭୨ ରହିଛି ଏବଂ ୮, ୪୯, ୪୩୧ ଜଣ କରୋନାରୁ ଆରୋଗ୍ୟ ଲାଭ କରି ଘରକୁ ଫେରିଛନ୍ତି। ଏନେଇ କେନ୍ଦ୍ର ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ଟ୍ବିଟ୍ କରି ସୂଚନା ଦିଆଯାଇଛି।
Popular Categories



