ଭୁବନେଶ୍ବରରେ ଆଉ ୬୪ କରୋନା ଆକ୍ରାନ୍ତ ଚିହ୍ନଟ ; ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୭୦୪
ଭୁବନେଶ୍ବର: ଭୁବନେଶ୍ବରରେ ରବିବାର ଆଉ ୬୪ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ କ୍ବାରେଣ୍ଟାଇନରୁ ୩୬ ଓ ସ୍ଥାନୀୟ ଆକ୍ରାନ୍ତ ୨୬ ଜଣ ରହିଛନ୍ତି । ଏଥିସହ ଭୁବନେଶ୍ବରରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୭୦୪ରେ ପହଞ୍ଚିଛି । ମୋଟ କରୋନା ଆକ୍ରାନ୍ତଙ୍କ ମଧ୍ୟରୁ ୩୬୮ ଜଣ ଚିକିତ୍ସାଧିନ ଅବସ୍ଥାରେ ଥିବାବେଳେ ୩୨୭ଜଣ ସୁସ୍ଥ ହୋଇଛନ୍ତି ଓ ୮ ଜଣଙ୍କର ମୃତ୍ୟୁ ଘଟିଛି । ଏ ନେଇ ବିଏମ୍ସି ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ଦିଆଯାଇଛି।
Update on newly detected & cured #COVID19 cases in the last 24 hrs under the BMC area on 12th July 2020(till 9am).
Further contact tracing is still continuing.
Primary contacts & nearby houses are being quarantined, sanitised & will be under active surveillance. pic.twitter.com/b4sfaX9ZMM— BMC (@bmcbbsr) July 12, 2020
Comments are closed.