www.samajalive.in
Monday, December 8, 2025
24.1 C
Bhubaneswar

ଆଜି ଭୁବନେଶ୍ବରରେ ଆଉ ୧୪୯ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ବର: ରାଜଧାନୀ ଭୁବନେଶ୍ବରରୁ ମଙ୍ଗଳବାର ଆଉ ୧୪୯ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଆଜି ଚିହ୍ନଟ ୧୪୯ ପଜିଟିଭଙ୍କ ମଧ୍ୟରୁ ୯୮ ଜଣ କ୍ବାରେଣ୍ଟାଇନ କେନ୍ଦ୍ରରୁ ରହିଥିବା ବେଳେ ୫୧ ଜଣ ସ୍ଥାନୀୟ ଅଞ୍ଚଳରୁ ଚିହ୍ନଟ ହୋଇଛନ୍ତି । ଅନ୍ୟପକ୍ଷରେ ଆଜି ଭୁବନେଶ୍ବରରେ ୧୪୫ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଏନେଇ ଭୁବନେଶ୍ବର ମହାନଗର ନିଗମ ପକ୍ଷରୁ ଟ୍ବିଟ କରି ସୂଚନା ଦିଆଯାଇଛି।


ସୂଚନାଯୋଗ୍ୟ ବର୍ତ୍ତମାନ ସୁଦ୍ଧା ରାଜଧାନୀ ଭୁବନେଶ୍ବରରୁ ୩୨୧୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ ୧୯୪୩ ଜଣ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ୧୮ ଜଣଙ୍କର କରୋନା କାରଣରୁ ପ୍ରାଣହାନୀ ହୋଇଛି। ସେହିପରି ଭୁବନେଶ୍ବରରୁ ବର୍ତ୍ତମାନ ୧୨୫୪ ଜଣ ଆକ୍ରାନ୍ତ ବିଭିନ୍ନ କୋଭିଡ ହସ୍ପିଟାଲରେ ଚିକିତ୍ସିତ ହେଇଛନ୍ତି।

Hot this week

କମ୍ବୋଡିଆ ସେନା ଉପରେ ଥାଇଲ୍ୟାଣ୍ଡର ଆକ୍ରମଣ

ସମାଜ ଲାଇଭ ଡ଼େସ୍କ : ଥାଇଲ୍ୟାଣ୍ଡ ଏହାର ପଡ଼ୋଶୀ ଦେଶ କମ୍ବୋଡିଆ...

ପୀଡିତାଙ୍କ ମୃତ୍ୟୁ ପରେ ସହାୟତା ଦାବିରେ ପରିବାର ସଦସ୍ୟଙ୍କ ଧାରଣା

ରାଉରକେଲା: ଜୀବନ ଯୁଦ୍ଧରେ ହାରିଗଲେ ରାଉରକେଲାର ପୀଡିତା । ସୁନ୍ଦରଗଡ ଜିଲା...

ପିଆଜ ଚୋପାର ଚମତ୍କାରୀ ଗୁଣ …

ନୂଆଦିଲ୍ଲୀ : ଆଜିକାଲି ସମୟରେ ସମସ୍ତେ ନିଜର ତ୍ଵଚାକୁ ନେଇ ଖୁବ୍...

ମୋ ପୁଅ ବୋହୁଙ୍କ ପାଖରେ କେହି ଅଟକି ନଥିଲେ କି ପାଣି ଦେଇ ନଥିଲେ

ସମାଜ ଲାଇଭ ଡ଼େସ୍କ : ଗତ ସପ୍ତାହରେ ଦିଲ୍ଲୀ-ମୁମ୍ବାଇ ଏକ୍ସପ୍ରେସୱେରେ ଘଟିଥିବା...

ପୁଟିନଙ୍କ ପରେ ଦିଲ୍ଲୀ ଆସିବେ ଜେଲେନସ୍କି!

ସମାଜ ଡିଜିଟାଲ ଡେସ୍କ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ସଫଳ ଦିଲ୍ଲୀ...

Related Articles

Popular Categories