www.samajalive.in
Sunday, December 14, 2025
26.1 C
Bhubaneswar

ରାଜଧାନୀରେ କମୁଛି ଆକ୍ରାନ୍ତଙ୍କ ସଂଖ୍ୟା, ଆଜି ୪୬ କରୋନା ପଜିଟିଭ ଚିହ୍ନଟ, ୬୧ ସୁସ୍ଥ

ଭୁବନେଶ୍ବର: ରାଜଧାନୀ ଭୁବନେଶ୍ବରରୁ ଗୁରୁବାର ଆଉ ୪୬ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଆଜି ଚିହ୍ନଟ ୪୬ ପଜିଟିଭଙ୍କ ମଧ୍ୟରୁ ୨୭ ଜଣ କ୍ବାରେଣ୍ଟାଇନ କେନ୍ଦ୍ରରୁ ରହିଥିବା ବେଳେ ୧୯ ଜଣ ସ୍ଥାନୀୟ ଅଞ୍ଚଳରୁ ଚିହ୍ନଟ ହୋଇଛନ୍ତି । ଅନ୍ୟପକ୍ଷରେ ଆଜି ଭୁବନେଶ୍ବରରେ ୬୧ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଏନେଇ ଭୁବନେଶ୍ବର ମହାନଗର ନିଗମ ପକ୍ଷରୁ ଟ୍ବିଟ କରି ସୂଚନା ଦିଆଯାଇଛି।

- Advertisement -

ସୂଚନାଯୋଗ୍ୟ ବର୍ତ୍ତମାନ ସୁଦ୍ଧା ରାଜଧାନୀ ଭୁବନେଶ୍ବରରୁ ୩୦,୩୩୦ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ ୨୯୪୭୯ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ୨୦୧ ଜଣଙ୍କର କରୋନା କାରଣରୁ ପ୍ରାଣହାନୀ ହୋଇଛି। ସେହିପରି ଭୁବନେଶ୍ବରରୁ ବର୍ତ୍ତମାନ ୬୨୯ ଜଣ ଆକ୍ରାନ୍ତ ବିଭିନ୍ନ କୋଭିଡ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି।

Hot this week

ପୁଲିସ ହେପାଜତରେ ଅଭିଯୁକ୍ତଙ୍କ ମୃତ୍ୟୁ!

ସମାଜ ଡିଜିଟାଲ ଡେସ୍କ: ବାଣପୁର ପୁଲିସ ହେପାଜତରେ ଅଭିଯୁକ୍ତଙ୍କର ମୃତ୍ୟୁ ହୋଇଥିବା...

ଏସଆଇଆର ବିରୋଧରେ ଦିଲ୍ଲୀରେ କଂଗ୍ରେସର ମହାରାଲି

ନୂଆଦିଲ୍ଲୀ: ରାଜଧାନୀ ଦିଲ୍ଲୀରେ କଂଗ୍ରେସର ରଣହୁଙ୍କାର । ବିଭିନ୍ନ ରାଜ୍ୟରୁ ଶହଶହ...

ପଙ୍କଜ ଚୌଧୁରୀ ୟୁପିର ନୂତନ ବିଜେପି ସଭାପତି

ଉତ୍ତରପ୍ରଦେଶ: ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟିଛି । ୟୁପି ବିଜେପିର...

ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି

ପୁରୀ: ପୁରୀ ଶ୍ରୀମନ୍ଦିର ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି ।...

ବର୍ଦ୍ଧିତ ଦରମା ନବୀନ ଫେରାଇବା ପ୍ରସଙ୍ଗ ; ନବୀନଙ୍କୁ କେଭି ଓ ଜୟଙ୍କ କଟାକ୍ଷ

ସମାଜ ଲାଇଭ ଡ଼େସ୍କ : ନବୀନ ବର୍ଦ୍ଧିତ ଦରମା ଫେରାଇବା ପ୍ରସଙ୍ଗରେ...

Related Articles

Popular Categories