www.samajalive.in
Tuesday, December 9, 2025
26.1 C
Bhubaneswar

ଗଞ୍ଜାମରେ ଆଉ ୫୦ କରୋନା ରୋଗୀ ଚିହ୍ନଟ

ଗଞ୍ଜାମ : ଗଞ୍ଜାମ ଜିଲାରେ ଆଉ ୫୦ ଜଣ କରୋନା ରୋଗୀ ଚିହ୍ନଟ ହୋଇଛନ୍ତି। ଚିହ୍ନଟଙ୍କ ମଧ୍ୟରେ ୧୩ ଜଣ କରୋନା ଯୋଦ୍ଧା ଥିବା ସୂଚନା ମିଳିଛି। ୫୦ ଜଣଙ୍କ ମଧ୍ୟରୁ ୩୩ ଜଣ ରୋଗୀ ପୂର୍ବ ପଜିଟିଭଙ୍କ ସଂସ୍ପର୍ଶରେ ଆସିଥିଲେ ଏବଂ ଆଜି ଆସିଥିବା ପଜିଟିଭଙ୍କ ମଧ୍ୟରେ ୪ ଜଣଙ୍କ ଟ୍ରାଭେଲ ହିଷ୍ଟ୍ରି ଥିବା ଜିଲା ପ୍ରଶାସନ ପକ୍ଷରୁ ସୂଚନା ଦଆଯାଇଛି।

ଏଥିସହିତ ଜିଲାରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୧୩୮କୁ ବୃଦ୍ଧି ପାଇଥିବାବେଳେ ୭୬୮ ଜଣ ଆରୋଗ୍ୟ ଲାଭ କରିଛନ୍ତି, ୩୧୨ ଜଣ ଆକ୍ଟିଭ୍ କେସ୍ ରହିଥିବା ସହ ୮ ଜଣଙ୍କର ମୃତ୍ୟୁ ଘଟିଛି।

- Advertisement -

Hot this week

ଅଜବ ନିଶା: କାରରେ ଭିଆଇପି ନମ୍ବର ପାଇଁ ୨୭ଲକ୍ଷ ଟଙ୍କାର ନିଲାମ, ଭାଙ୍ଗିଲା ସବୁ ରେକର୍ଡ

ସମାଜ ଡିଜିଟାଲ ଡେସ୍କ: ଉତ୍ତର ପ୍ରଦେଶର ନୋଏଡାରେ ଏକ ଅଜବ ଘଟଣା...

ଶିକାରୀ ଫାଶରେ ପଡିଲା କଲରାପତରିଆ

ଅନୁଗୁଳ : ଶିକାରୀ ଫାଶରେ ପଡିଲା କଲରାପତରିଆ। ଅନୁଗୋଳ ବନଖଣ୍ଡ କରତପଟା...

ଜନ୍ମଦିନରେ ସୋନିଆ ଗାନ୍ଧୀଙ୍କୁ ଝଟକା: କୋର୍ଟରୁ ନୋଟିସ୍‌

ସମାଜ ଡିଜିଟାଲ ଡେସ୍କ: କଂଗ୍ରେସର ପୂର୍ବତନ ଅଧ୍ୟକ୍ଷା ସୋନିଆ ଗାନ୍ଧୀଙ୍କୁ ବଡ...

ପୀତବାସ ପଣ୍ଡା ହତ୍ୟା ମାମଲା: ବିକ୍ରମଙ୍କ ସହ ୫ଜଣଙ୍କ ଜାମିନ୍‌ ରାୟ ସଂରକ୍ଷିତ

ସମାଜ ଡିଜିଟାଲ ଡେସ୍କ: ପୀତପଣ୍ଡା ହତ୍ୟା ମାମଲାରେ ପୂର୍ବତନ ବିଧାୟକ ବିକ୍ରମ...

ବିଜେପି ମୋର୍ଚ୍ଚା ସଭାପତି : ଅଭିଳାଷ , ଐଶ୍ଵର୍ଯ୍ୟା ରିପିଟ୍‌

ଭୁବନେଶ୍ଵର : ମୋର୍ଚ୍ଚା ସଭାପତି ଓ ଜିଲ୍ଲା ପ୍ରଭାରୀ ଘୋଷଣା କଲେ...

Related Articles

Popular Categories