www.samajalive.in
Saturday, December 6, 2025
19.1 C
Bhubaneswar

ଦେଶରେ ୨୪ ଘଣ୍ଟାରେ ୮୧ ହଜାର ୪୮୪ ନୂଆ କରୋନା ଆକ୍ରାନ୍ତ; ୧,୦୯୫ଜଣ ମୃତ

ନୂଆଦିଲ୍ଲୀ: ଭାରତରେ କରୋନା ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନକୁ ଦିନ ଦ୍ରୁତ ଗତିରେ ବଢ଼ିବାରେ ଲାଗିଛି । ଗତ ୨୪ ଘଣ୍ଟାରେ ୮୧ ହଜାର ୪୮୪  କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏଥିସହ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୬୩ ଲକ୍ଷ ୯୪ ହଜାର ୦୬୮ ରେ ପହଞ୍ଚିଛି। ସେହିପରି ଗୋଟିଏ ଦିନରେ ୧,୦୯୫ଜଣ କରୋନା କରୋନା ଆକ୍ରାନ୍ତରେ ପ୍ରାଣ ହରାଇଛନ୍ତି। ଏଥିସହ ମୋଟ ମୃତ୍ୟୁ ସଂଖ୍ୟା ୯୯ ହଜାର ୭୭୩କୁ ବୃଦ୍ଧି ପାଇଛି। ଦେଶରେ ଏବେ ୯ ଲକ୍ଷ ୪୨ ହଜାର ୨୧୭ଜଣ ସକ୍ରିୟ ରୋଗୀ ଥିବାବେଳେ ୫୩ ଲକ୍ଷ ୫୨ ହଜାର ୨୧୭ ଜଣ ସୁସ୍ଥ ହୋଇଥିବା କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ଦିଆଯାଇଛି।

Hot this week

ଜୟସୱାଲଙ୍କ ଶତକ: ମ୍ୟାଚ ସହ ସିରିଜ ଜିତିଲା ଭାରତ, ହିଟ୍‌ମ୍ୟାନଙ୍କ ନୂଆ ରେକର୍ଡ

ସମାଜଲାଇଭ ଡେସ୍କ: ଦକ୍ଷିଣ ଆଫ୍ରିକା ବିପକ୍ଷରେ ୩ୟ ଦିନିକିଆ ମ୍ୟାଚ ସହିତ...

ପୁଟିନଙ୍କୁ ପରସାଗଲା ନିରାମିଷ ଖାଦ୍ୟ: ମଦ, ମାଂସ କାହିଁକି ଦିଆଗଲାନି ବୋଲି ପ୍ରଶ୍ନ ଉଠାଇଲେ କଂଗ୍ରେସ ନେତା

ସମାଜଲାଇଭ ଡେସ୍କ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଦୁଇ ଦିନିଆ ଭାରତ...

ଯୁବତୀଙ୍କୁ ଅସଦାଚରଣ, ସମ୍ପର୍କୀୟ ଦାଦା ଗିରଫ

ଗୋପାଳପୁର: ଗୋଳନ୍ଥରା ଥାନା ଅନ୍ତର୍ଗତ ଏକ ଗ୍ରାମରେ ଜଣେ ଯୁବତୀଙ୍କୁ ଅସଦାଚରଣ...

ସମ୍ବଲପୁରୀ ସିନେମା ‘ସୁଟଆଉଟ ଇନ ସୋନପୁର’ର ଶୁଭ ମହୁରତ

ସମ୍ବଲପୁର: ସମ୍ୱଲପୁରର ସେନପାର୍କ ନିକଟ ଓଡିଶା ସାଂସ୍କୃତିକ ଭବନଠାରେ ଶନିବାର ସାଇଦତ୍ତ...

ସ୍ୱାମୀ ହତ୍ୟାକାରୀ ସ୍ତ୍ରୀକୁ ଆଜୀବନ କାରାଦଣ୍ଡ

ଆଠଗଡ: ଆଠଗଡ ସହରରେ ଘଟିଥିବା ଏକ ହତ୍ୟା ମାମଲା ବିଚାର କରି...

Related Articles

Popular Categories