www.samajalive.in
Saturday, December 6, 2025
17.1 C
Bhubaneswar

ଦେଶରେ କମୁଛି କରୋନା ସଂକ୍ରମଣ; ୨୪ ଘଣ୍ଟାରେ ୪୯୦ ମୃତ, ୩୮୩୧୦ ପଜିଟିଭ୍

ନୂଆଦିଲ୍ଲୀ: ଭାରତରେ କରୋନା ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟ ହ୍ରାସା ପାଇବାରେ ଲାଗିଛି। କରୋନା ଆକ୍ରାନ୍ତ ଓ ମୃତ୍ୟୁ ସଂଖ୍ୟାରେ ସାମାନ୍ୟ ଆଶ୍ବସ୍ତି ମିଳିଛି।  ଗତ ୨୪ ଘଣ୍ଟାରେ ୩୮ ହଜାର ୩୧୦ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏଥିସହ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୮୨  ଲକ୍ଷ ୬୭ ହଜାର ୬୨୩ ରେ ପହଞ୍ଚିଛି। ସେହିପରି ଗୋଟିଏ ଦିନରେ ୪୯୦ ଜଣ କରୋନା କରୋନା ଆକ୍ରାନ୍ତରେ ପ୍ରାଣ ହରାଇଛନ୍ତି। ଏଥିସହ ମୋଟ ମୃତ୍ୟୁ ସଂଖ୍ୟା ୧ ଲକ୍ଷ ହଜାର ୨୩ ହଜାର ୦୯୭ କୁ ବୃଦ୍ଧି ପାଇଛି। ଦେଶରେ ଏବେ ୫ ଲକ୍ଷ ୪୧ ହଜାର ୪୦୫ଜଣ ସକ୍ରିୟ ରୋଗୀ ଥିବାବେଳେ ୭୬ ଲକ୍ଷ ୦୩ ହଜାର ୧୨୧ ଜଣ ସୁସ୍ଥ ହୋଇଥିବା କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ଦିଆଯାଇଛି।

Hot this week

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

ଭୁବନେଶ୍ଵରରେ ପହଞ୍ଚିଲେ ଦକ୍ଷିଣଆଫ୍ରିକା ଦଳର ୫ ଖେଳାଳି

ସମାଜଲାଇଭ ଡେସ୍କ: ଭୁବନେଶ୍ଵର ବିମାନବନ୍ଦରରେ ପହଞ୍ଚିଛନ୍ତି ଦକ୍ଷିଣଆଫ୍ରିକା କ୍ରିକେଟ ଦଳର ୫...

୧୦ ଗୁଣା ବଢ଼ିଲା ବିମାନ ଟିକେଟ ଦର

ସମାଜଲାଇଭ ଡେସ୍କ: ବିଦେଶ ଯାତ୍ରାଠୁ ମହଙ୍ଗା ହେଲା ଭାରତୀୟ ସହରକୁ ବିମାନ...

Related Articles

Popular Categories