www.samajalive.in
Friday, December 5, 2025
20.1 C
Bhubaneswar

ଦେଶରେ ୨୪ ଘଣ୍ଟାରେ ୪୬ ହଜାର ୯୬୪ କରୋନା ପଜିଟିଭ୍‌, ୪୭୦ ମୃତ

ନୂଆଦିଲ୍ଲୀ: ଭାରତରେ କରୋନା ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟ ହ୍ରାସା ପାଇବାରେ ଲାଗିଛି। କରୋନା ଆକ୍ରାନ୍ତ ଓ ମୃତ୍ୟୁ ସଂଖ୍ୟାରେ ସାମାନ୍ୟ ଆଶ୍ବସ୍ତି ମିଳିଛି।  ଗତ ୨୪ ଘଣ୍ଟାରେ ୪୬ ହଜାର ୯୬୪ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏଥିସହ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୮୧  ଲକ୍ଷ ୮୪ହଜାର ୦୮୨ ରେ ପହଞ୍ଚିଛି। ସେହିପରି ଗୋଟିଏ ଦିନରେ ୪୭୦ ଜଣ କରୋନା କରୋନା ଆକ୍ରାନ୍ତରେ ପ୍ରାଣ ହରାଇଛନ୍ତି। ଏଥିସହ ମୋଟ ମୃତ୍ୟୁ ସଂଖ୍ୟା ୧ ଲକ୍ଷ ହଜାର ୨୨ ହଜାର ୧୧୧ କୁ ବୃଦ୍ଧି ପାଇଛି। ଦେଶରେ ଏବେ ୫ ଲକ୍ଷ ୭୦ ହଜାର ୪୫୮ ଜଣ ସକ୍ରିୟ ରୋଗୀ ଥିବାବେଳେ ୭୪ ଲକ୍ଷ ୯୧ ହଜାର ୫୧୩ ଜଣ ସୁସ୍ଥ ହୋଇଥିବା କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ଦିଆଯାଇଛି।

Hot this week

ଭୁବନେଶ୍ଵରରେ ପହଞ୍ଚିଲେ ଦକ୍ଷିଣଆଫ୍ରିକା ଦଳର ୫ ଖେଳାଳି

ସମାଜଲାଇଭ ଡେସ୍କ: ଭୁବନେଶ୍ଵର ବିମାନବନ୍ଦରରେ ପହଞ୍ଚିଛନ୍ତି ଦକ୍ଷିଣଆଫ୍ରିକା କ୍ରିକେଟ ଦଳର ୫...

୧୦ ଗୁଣା ବଢ଼ିଲା ବିମାନ ଟିକେଟ ଦର

ସମାଜଲାଇଭ ଡେସ୍କ: ବିଦେଶ ଯାତ୍ରାଠୁ ମହଙ୍ଗା ହେଲା ଭାରତୀୟ ସହରକୁ ବିମାନ...

ଆଜି ଇଣ୍ଡିଗୋର ୧ ହଜାରରୁ ଊର୍ଦ୍ଧ୍ବ ବିମାନ ରଦ୍ଦ, ତଦନ୍ତ କମିଟି ଗଠନ କଲେ ସରକାର

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନର ପରିଚାଳନାଗତ ସଙ୍କଟ ଜାରି ରହିଛି। ଇଣ୍ଡିଗୋ...

ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ

କଟକ :ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ । ଜାତିଆଣ ଆକ୍ଷେପ ଓ ଧର୍ମୀୟ...

ଜାତିସଂଘରେ ଭାରତର ସ୍ଥାୟୀ ସଦସ୍ୟତାକୁ ପୁଟିନଙ୍କ ସମର୍ଥନ

ସମାଜଲାଇଭ ଡେସ୍କ: ଭାରତ-ରୁଷ ମଧ୍ୟରେ ଶୁକ୍ରବାର ଶିଖର ସମ୍ମିଳନୀ ଶେଷ ହୋଇଛି।...

Related Articles

Popular Categories