www.samajalive.in
Saturday, December 6, 2025
14.1 C
Bhubaneswar

ଦେଶରେ କରୋନା ଆକ୍ରାନ୍ତ ଓ ମୃତ୍ୟୁର ସଂଖ୍ୟା କମୁଛି; ୨୪ ଘଣ୍ଟାରେ ୫୩ ହଜାର ୩୪୨ କରୋନା ପଜିଟିଭ୍‌, ୭୦୬ ମୃତ

ନୂଆଦିଲ୍ଲୀ: ଭାରତରେ କରୋନା ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନକୁ ଦିନ ଦ୍ରୁତ ଗତିରେ ବଢ଼ୁଥିବା ବେଳେ ଏଇ କିଛି ଦିନ ହେବ ହ୍ରାସା ପାଇବାରେ ଲାଗିଛି। କରୋନା ଆକ୍ରାନ୍ତ ଓ ମୃତ୍ୟୁ ସଂଖ୍ୟାରେ ସାମାନ୍ୟ ଆଶ୍ବସ୍ତି ମିଳିଛି।  ଗତ ୨୪ ଘଣ୍ଟାରେ ୫୩ ହଜାର ୩୪୨ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏଥିସହ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୭୧ ଲକ୍ଷ ୭୫ ହଜାର ୮୮୧ ରେ ପହଞ୍ଚିଛି। ସେହିପରି ଗୋଟିଏ ଦିନରେ ୭୦୬ଜଣ କରୋନା କରୋନା ଆକ୍ରାନ୍ତରେ ପ୍ରାଣ ହରାଇଛନ୍ତି। ଏଥିସହ ମୋଟ ମୃତ୍ୟୁ ସଂଖ୍ୟା ୧ ଲକ୍ଷ ହଜାର ୯ ହଜାର ୮୫୬କୁ ବୃଦ୍ଧି ପାଇଛି। ଦେଶରେ ଏବେ ୮ ଲକ୍ଷ ୩୮ ହଜାର ୭୨୯ ଜଣ ସକ୍ରିୟ ରୋଗୀ ଥିବାବେଳେ ୬୨ ଲକ୍ଷ ୨୭ ହଜାର ୭୨୯ଜଣ ସୁସ୍ଥ ହୋଇଥିବା କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ଦିଆଯାଇଛି।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories