www.samajalive.in
Monday, December 8, 2025
27.1 C
Bhubaneswar

ଦେଶରେ ୨୪ ଘଣ୍ଟାରେ ରେକର୍ଡ ସଂଖ୍ୟକ ୯୬ ହଜାର ୫୫୧ ନୂଆ କରୋନା ଆକ୍ରାନ୍ତ, ୧୨୦୯ ମୃତ

ନୂଆଦିଲ୍ଲୀ: ଭାରତରେ କରୋନା ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନକୁ ଦିନ ଦ୍ରୁତ ଗତିରେ ବଢ଼ିବାରେ ଲାଗିଛି । ଗତ ୨୪ ଘଣ୍ଟାରେ ରେକର୍ଡ ସଂଖ୍ୟକ ୯୬ ହଜାର ୫୫୧ ନୂଆ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏଥିସହ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୪୫ ଲକ୍ଷ ୬୨ ହଜାର ୪୧୪ ରେ ପହଞ୍ଚିଛି। ସେହିପରି ଗୋଟିଏ ଦିନରେ ୧,୨୦୯ ଜଣ କରୋନା କରୋନା ଆକ୍ରାନ୍ତରେ ପ୍ରାଣ ହରାଇଛନ୍ତି। ଏଥିସହ ମୋଟ ମୃତ୍ୟୁ ସଂଖ୍ୟା ୭୬ ହଜାର ୨୭୧ କୁ ବୃଦ୍ଧି ପାଇଛି। ଦେଶରେ ଏବେ ୯ ଲକ୍ଷ ୪୩ ହଜାର ୪୮୦ ଜଣ ସକ୍ରିୟ ରୋଗୀ ଥିବାବେଳେ ୩୫ ଲକ୍ଷ ୪୨ ହଜାର ୬୬୩ ଜଣ ସୁସ୍ଥ ହୋଇଥିବା କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ଦିଆଯାଇଛି।

Hot this week

ସୁନା ବିସ୍କୁଟ୍ ଲୋଭ ଦେଖାଇ ବ୍ୟକ୍ତିଙ୍କଠାରୁ ୪ ଲକ୍ଷ ଟଙ୍କା ଠକେଇ, ୬ ଗିରଫ

ନୀଳଗିରି: ସୁନା ବିସ୍କୁଟ୍ ପ୍ରଲୋଭନ ଦେଖାଇ ବ୍ୟକ୍ତିଙ୍କଠାରୁ ୪ ଲକ୍ଷ ଟଙ୍କା...

ଆତ୍ମସମର୍ପଣ କଲେ ୧୨ ମାଓବାଦୀ

ମାଲକାନଗିରି: ଆତ୍ମସମର୍ପଣ କଲେ ୧୨ ମାଓବାଦୀ। କୁଖ୍ୟାତ ନକ୍ସଲବାଦୀ କମାଣ୍ଡର ଓ...

ବିବାହ ଭାଙ୍ଗିବା ପରେ ପରସ୍ପରଙ୍କୁ ଅନଫଲୋ କଲେ ମନ୍ଧାନା-ପଲାସ

ସମାଜଲାଇଭ ଡେସ୍କ: ଭାରତୀୟ ମହିଳା କ୍ରିକେଟ ଦଳର ଉପଅଧିନାୟିକା ସ୍ମୃତି ମନ୍ଧାନା...

ଭୟଙ୍କର ଅଗ୍ନିକାଣ୍ଡ: ଜଳିଗଲା ୫୦ରୁ ଅଧିକ ଫଳ ଦୋକାନ

ସମାଜଲାଇଭ ଡେସ୍କ: ବଲାଙ୍ଗିର ସହରରେ ଥିବା ଫଳ ବଜାରରେ ସୋମବାର ଭୟଙ୍କର...

Related Articles

Popular Categories