www.samajalive.in
Saturday, December 6, 2025
26.1 C
Bhubaneswar

ଦେଶରେ ୨୪ ଘଣ୍ଟାରେ ୯୨ ହଜାର ୭୧ ନୂଆ ଆକ୍ରାନ୍ତ, ୧୧୩୬ ମୃତ

ନୂଆଦିଲ୍ଲୀ: ଭାରତରେ କରୋନା ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନକୁ ଦିନ ଦ୍ରୁତ ଗତିରେ ବଢ଼ିବାରେ ଲାଗିଛି । ଗତ ୨୪ ଘଣ୍ଟାରେ ୯୨ ହଜାର ୭୧ ନୂଆ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏଥିସହ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୪୮ ଲକ୍ଷ ୪୬ ହଜାର ୪୨୭ ରେ ପହଞ୍ଚିଛି। ସେହିପରି ଗୋଟିଏ ଦିନରେ ୧୧୩୬ ଜଣ କରୋନା କରୋନା ଆକ୍ରାନ୍ତରେ ପ୍ରାଣ ହରାଇଛନ୍ତି। ଏଥିସହ ମୋଟ ମୃତ୍ୟୁ ସଂଖ୍ୟା ୭୯ ହଜାର ୭୨୨ କୁ ବୃଦ୍ଧି ପାଇଛି। ଦେଶରେ ଏବେ ୯ ଲକ୍ଷ ୮୬ ହଜାର ୫୯୮ ଜଣ ସକ୍ରିୟ ରୋଗୀ ଥିବାବେଳେ ୩୭ ଲକ୍ଷ ୮୦ ହଜାର ୧୦୭ ଜଣ ସୁସ୍ଥ ହୋଇଥିବା କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ଦିଆଯାଇଛି।

Hot this week

ସ୍ୱାମୀ ହତ୍ୟାକାରୀ ସ୍ତ୍ରୀକୁ ଆଜୀବନ କାରାଦଣ୍ଡ

ଆଠଗଡ: ଆଠଗଡ ସହରରେ ଘଟିଥିବା ଏକ ହତ୍ୟା ମାମଲା ବିଚାର କରି...

ହଷ୍ଟେଲ ଭିତରେ ପଶି ଆଖିବୁଜା ଗୁଳିମାଡ଼: ୧୧ ମୃତ, ୧୪ ଆହତ

ସମାଜଲାଇଭ ଡେସ୍କ: ଏକ ଶିକ୍ଷାନୁଷ୍ଠାନ ହଷ୍ଟେଲ ଭିତରେ ପଶି ୩ ଅଜ୍ଞାତ...

କଟକସ୍ଥିତ ସମାଜ ମୁଖ୍ୟ କାର୍ଯ୍ୟାଳୟରେ ବାବୁଜୀଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ

କଟକ: ଆଜି ମହାନ ମୁକ୍ତି ସଂଗ୍ରାମୀ ,ସମାଜ ସଂସ୍କାରକ, ଦୈନିକ ଖବରକାଗଜ...

‘ରାଧାନାଥ ରଥ ଥିଲେ ଅନନ୍ୟ ପ୍ରଜ୍ଞାଦୀପ୍ତ ପ୍ରତିଭା’

ଆଠଗଡ: ପଦ୍ମଭୂଷଣ ଡ.ରାଧାନାଥ ରଥ ଥିଲେ ଜଣେ ବିରଳ ବ୍ୟକ୍ତିତ୍ବ ଏବଂ...

ମୋବାଇଲ ଟାୱାରରେ ଚଢି ଯୁବକଙ୍କ ଆତ୍ମହତ୍ୟା ଉଦ୍ୟମ

ସୋର: ସୋର ଥାନା ମୁବାରକପୁର ଗାଁରେ ଅଘଟଣ। ପାରିବାରିକ କଳହକୁ କେନ୍ଦ୍ର...

Related Articles

Popular Categories