www.samajalive.in
Saturday, December 6, 2025
17.1 C
Bhubaneswar

ଦେଶରେ ୨୪ ଘଣ୍ଟାରେ ୪୫ ହଜାର ୨୩୧ କରୋନା ପଜିଟିଭ୍‌, ୪୯୬ ମୃତ

ନୂଆଦିଲ୍ଲୀ: ଭାରତରେ କରୋନା ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟ ହ୍ରାସା ପାଇବାରେ ଲାଗିଛି। କରୋନା ଆକ୍ରାନ୍ତ ଓ ମୃତ୍ୟୁ ସଂଖ୍ୟାରେ ସାମାନ୍ୟ ଆଶ୍ବସ୍ତି ମିଳିଛି।  ଗତ ୨୪ ଘଣ୍ଟାରେ ୪୫ ହଜାର ୨୩୧ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏଥିସହ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୮୨  ଲକ୍ଷ ୨୯ ହଜାର ୩୧୩ ରେ ପହଞ୍ଚିଛି। ସେହିପରି ଗୋଟିଏ ଦିନରେ ୪୯୬ ଜଣ କରୋନା କରୋନା ଆକ୍ରାନ୍ତରେ ପ୍ରାଣ ହରାଇଛନ୍ତି। ଏଥିସହ ମୋଟ ମୃତ୍ୟୁ ସଂଖ୍ୟା ୧ ଲକ୍ଷ ହଜାର ୨୨ ହଜାର ୬୦୭ କୁ ବୃଦ୍ଧି ପାଇଛି। ଦେଶରେ ଏବେ ୫ ଲକ୍ଷ ୬୧ ହଜାର ୯୦୮ଜଣ ସକ୍ରିୟ ରୋଗୀ ଥିବାବେଳେ ୭୫ ଲକ୍ଷ ୪୪ ହଜାର ୭୯୮ ଜଣ ସୁସ୍ଥ ହୋଇଥିବା କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ଦିଆଯାଇଛି।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories