www.samajalive.in
Tuesday, December 9, 2025
15.1 C
Bhubaneswar

ଦେଶରେ ୨୪ ଘଣ୍ଟାରେ ୧,୧୨୪ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ; ମୋଟ ମୃତ୍ୟୁ ସଂଖ୍ୟା ୯୪, ୫୦୩

ନୂଆଦିଲ୍ଲୀ: ଭାରତରେ କରୋନା ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନକୁ ଦିନ ଦ୍ରୁତ ଗତିରେ ବଢ଼ିବାରେ ଲାଗିଛି । ଗତ ୨୪ ଘଣ୍ଟାରେ ୮୮ହଜାର ୬୦୦  କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏଥିସହ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୫୯ ଲକ୍ଷ ୯୨ ହଜାର ୫୩୨ ରେ ପହଞ୍ଚିଛି। ସେହିପରି ଗୋଟିଏ ଦିନରେ ୧,୧୨୪ ଜଣ କରୋନା କରୋନା ଆକ୍ରାନ୍ତରେ ପ୍ରାଣ ହରାଇଛନ୍ତି। ଏଥିସହ ମୋଟ ମୃତ୍ୟୁ ସଂଖ୍ୟା ୯୪ ହଜାର ୫୦୩ କୁ ବୃଦ୍ଧି ପାଇଛି। ଦେଶରେ ଏବେ ୯ ଲକ୍ଷ ୫୬ ହଜାର ୪୦୨ ଜଣ ସକ୍ରିୟ ରୋଗୀ ଥିବାବେଳେ ୪୯ ଲକ୍ଷ ୪୧ ହଜାର ୬୨୭ ଜଣ ସୁସ୍ଥ ହୋଇଥିବା କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ଦିଆଯାଇଛି।

- Advertisement -

 

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories