www.samajalive.in
Saturday, December 6, 2025
23.1 C
Bhubaneswar

ଦେଶରେ ୬୦ ଲକ୍ଷ ଟପିଲା କରୋନା ଆକ୍ରାନ୍ତଙ୍କ ସଂଖ୍ୟା, ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୬୦ ଲକ୍ଷ ୭୪ହଜାର ୭୦୨

ନୂଆଦିଲ୍ଲୀ: ଭାରତରେ କରୋନା ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନକୁ ଦିନ ଦ୍ରୁତ ଗତିରେ ବଢ଼ିବାରେ ଲାଗିଛି । ଏଥିସହ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୬୦ ଲକ୍ଷ ପାର କରିଛି।  ଗତ ୨୪ ଘଣ୍ଟାରେ ୮୮ହଜାର ୬୦୦  କରୋନା ପଜିଟିଭ୍‌ ଚିହ୍ନଟ ହୋଇଥିବା ବେଳେ ଏଥିସହ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୬୦ ଲକ୍ଷ ୭୪ହଜାର ୭୦୨ ରେ ପହଞ୍ଚିଛି। ସେହିପରି ଗୋଟିଏ ଦିନରେ ୧,୦୩୯ ଜଣ କରୋନା କରୋନା ଆକ୍ରାନ୍ତରେ ପ୍ରାଣ ହରାଇଛନ୍ତି। ଏଥିସହ ମୋଟ ମୃତ୍ୟୁ ସଂଖ୍ୟା ୯୫ ହଜାର ୫୪୨ କୁ ବୃଦ୍ଧି ପାଇଛି। ଦେଶରେ ଏବେ ୯ ଲକ୍ଷ ୬୨ ହଜାର ୬୪୦ ଜଣ ସକ୍ରିୟ ରୋଗୀ ଥିବାବେଳେ ୫୦ ଲକ୍ଷ ୧୬ ହଜାର ୫୨୦ ଜଣ ସୁସ୍ଥ ହୋଇଥିବା କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ଦିଆଯାଇଛି।

Hot this week

ଇଣ୍ଡିଗୋ ବିମାନ ଅଚଳାବସ୍ଥା : ଚିଠି ଲେଖିଲା କଂଗ୍ରେସ

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋ ବିମାନ ସେବାରେ ବ୍ୟାପକ ବାଧା...

ମୁମ୍ବଇ, ଦିଲ୍ଲୀ… ଆଜି ଏହି ସହରରେ ବି ଇଣ୍ଡିଗୋ ବିମାନ ଉଡାଣ ବାତିଲ

ସମାଜ ଡିଜିଟାଲ ଡେସ୍କ: ଦେଶର ସର୍ବବୃହତ ବିମାନ କମ୍ପାନୀ ଇଣ୍ଡିଗୋରେ ହୋଇଥିବା...

ଭାରତ-ଦକ୍ଷିଣ ଆଫ୍ରିକା ନିର୍ଣ୍ଣାୟକ ଦିନିକିଆ ଆଜି

ବିଶାଖାପାଟଣା : ଘରୋଇ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଦିନିକିଆ...

ରାଶିଫଳ: ଏହି ଦୁଇ ରାଶିଙ୍କୁ କର୍ମକ୍ଷେତ୍ରରୁ ଅପୂର୍ବ ସଫଳତା ମିଳିବ

ମେଷ: ଅଧ୍ୟାପନାର ପ୍ରସ୍ତୁତି ସ୍ବରୂପ ଅଧ୍ୟୟନରତ ହୋଇପାରନ୍ତି। କର୍ମକ୍ଷେତ୍ର ସହିତ ଅନ୍ୟାନ୍ୟ ବିଭିନ୍ନ...

ବଦଳିବ ପ୍ରଥମରୁ ଦ୍ବାଦଶ ପାଠ୍ୟପୁସ୍ତକ

ସ୍ଥାନିତ ହେବ ସ୍ଥାନୀୟ ପ୍ରସଙ୍ଗ ଭୁବନେଶ୍ବର : ଆଗାମୀ ଦିନରେ ପିଲା ଆଉ...

Related Articles

Popular Categories