www.samajalive.in
Saturday, December 6, 2025
16.1 C
Bhubaneswar

୨୪ ଘଣ୍ଟାରେ ଦେଶରେ ୮୦ ହଜାର ୪୭୨ ନୂଆ କରୋନା ଆକ୍ରାନ୍ତ; ୧,୧୭୯ ଜଣ ମୃତ

ନୂଆଦିଲ୍ଲୀ: ଭାରତରେ କରୋନା ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନକୁ ଦିନ ଦ୍ରୁତ ଗତିରେ ବଢ଼ିବାରେ ଲାଗିଛି । ଗତ ୨୪ ଘଣ୍ଟାରେ ୮୦ ହଜାର ୪୭୨  କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏଥିସହ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୬୨ ଲକ୍ଷ ୨୨ ହଜାର ୭୬୩ ରେ ପହଞ୍ଚିଛି। ସେହିପରି ଗୋଟିଏ ଦିନରେ ୧,୧୭୯ ଜଣ କରୋନା କରୋନା ଆକ୍ରାନ୍ତରେ ପ୍ରାଣ ହରାଇଛନ୍ତି। ଏଥିସହ ମୋଟ ମୃତ୍ୟୁ ସଂଖ୍ୟା ୯୭ ହଜାର ୪୯୭ କୁ ବୃଦ୍ଧି ପାଇଛି। ଦେଶରେ ଏବେ ୯ ଲକ୍ଷ ୪୦ ହଜାର ୪୪୨ ଜଣ ସକ୍ରିୟ ରୋଗୀ ଥିବାବେଳେ ୫୧ ଲକ୍ଷ ୮୭ ହଜାର ୮୨୫ ଜଣ ସୁସ୍ଥ ହୋଇଥିବା କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ଦିଆଯାଇଛି।

Hot this week

SSI ସ୍ପୋର୍ଟ୍ସ ଆୱାର୍ଡ; ଯୋଗ ଦେଲେ ବହୁ ଅଲିମ୍ପିଆଡ ଓ କିମ୍ବଦନ୍ତୀ ଖେଳାଳି

ସମାଜ ନ୍ୟୁଜ ଡେସ୍କ- SSI ଭୁବନେଶ୍ବର ପକ୍ଷରୁ ତୃତୀୟ ଥର ପାଇଁ...

ଜନ୍ମଦିନ ପାଳନ ପାଇଁ ମୋବାଇଲ ଲୁଟ୍‌

ଫୁଲବାଣୀ: ଏକ ମୋବାଇଲ ଲୁଟ କରି ଆକ୍ରମଣ କରିବା ଘଟଣାରେ ଫୁଲବାଣୀ...

ଜୟସୱାଲଙ୍କ ଶତକ: ମ୍ୟାଚ ସହ ସିରିଜ ଜିତିଲା ଭାରତ, ହିଟ୍‌ମ୍ୟାନଙ୍କ ନୂଆ ରେକର୍ଡ

ସମାଜଲାଇଭ ଡେସ୍କ: ଦକ୍ଷିଣ ଆଫ୍ରିକା ବିପକ୍ଷରେ ୩ୟ ଦିନିକିଆ ମ୍ୟାଚ ସହିତ...

ପୁଟିନଙ୍କୁ ପରସାଗଲା ନିରାମିଷ ଖାଦ୍ୟ: ମଦ, ମାଂସ କାହିଁକି ଦିଆଗଲାନି ବୋଲି ପ୍ରଶ୍ନ ଉଠାଇଲେ କଂଗ୍ରେସ ନେତା

ସମାଜଲାଇଭ ଡେସ୍କ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଦୁଇ ଦିନିଆ ଭାରତ...

ଯୁବତୀଙ୍କୁ ଅସଦାଚରଣ, ସମ୍ପର୍କୀୟ ଦାଦା ଗିରଫ

ଗୋପାଳପୁର: ଗୋଳନ୍ଥରା ଥାନା ଅନ୍ତର୍ଗତ ଏକ ଗ୍ରାମରେ ଜଣେ ଯୁବତୀଙ୍କୁ ଅସଦାଚରଣ...

Related Articles

Popular Categories