www.samajalive.in
Saturday, December 6, 2025
14.1 C
Bhubaneswar

ରାଜ୍ୟରେ ଆଉ ୧୭୪ କରୋନା ଆକ୍ରାନ୍ତ ଚିହ୍ନଟ ; ଗଞ୍ଜାମରେ ସର୍ବାଧିକ ୫୬

ଭୁବନେଶ୍ବର : ରାଜ୍ୟରେ ଗୁରୁବାର ଆଉ ୧୭୪ କରୋନା ରୋଗୀ ଚିହ୍ନଟ ହୋଇଛନ୍ତି । ୧୭୪ କରୋନା ଆକ୍ରାନ୍ତଙ୍କ ମଧ୍ୟରୁ ୧୪୬ ଜଣ କ୍ବାରେଣ୍ଟାଇନ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ୨୮ ଟି ଲୋକାଲ କେସ ରହିଛି । ଏଥିସହ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୪,୫୧୨କୁ ବୃଦ୍ଧି ହୋଇଛି । ଏ ନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ବିଟ କରି ସୂଚନା ଦିଆଯାଇଛି ।

 

- Advertisement -

ଆଜି ଚିହ୍ନଟ ହୋଇଥିବା କରୋନା ଆକ୍ରାନ୍ତ ମାନଙ୍କ ମଧ୍ୟରୁ କେନ୍ଦୁଝର- ୫, ଯାଜପୁର- ୯, ନବରଙ୍ଗପୁର- ୭, ଖୋର୍ଦ୍ଧା- ୧୦, କୋରାପୁଟ- ୧୦, ମାଲକାନଗିରି- ୧, ବାଲେଶ୍ବର- ୩୪, କଳାହାଣ୍ଡି- ୩, ନୂଆପଡା- ୧, କନ୍ଧମାଳ- ୩, ଭଦ୍ରକ-୩, ଗଞ୍ଜାମ- ୫୬, ବୌଦ୍ଧ- ୨, ପୁରୀ- ୧୬, ସୁନ୍ଦରଗଡ଼- ୩, କେନ୍ଦ୍ରାପଡ଼ା-୭, ବରଗଡ଼-୪ ଓ ବଲାଙ୍ଗୀରିରୁ ଜଣେ ଚିହ୍ନଟ ହୋଇଛନ୍ତି ।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories