www.samajalive.in
Saturday, December 6, 2025
16.1 C
Bhubaneswar

ରାଜ୍ୟରେ ୧୦ ହଜାର ଟପିଲା କରୋନା ; ଦିନକରେ ସର୍ବାଧିକ ୫୭୧ ନୂଆ ରୋଗୀ ଚିହ୍ନଟ

ଭୁବନେଶ୍ବର : ରାଜ୍ୟରେ ମଙ୍ଗଳବାର ଆଉ ୫୭୧ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ କ୍ବାରେଣ୍ଟାଇନ କେନ୍ଦ୍ରରରୁ ୪୦୩ ଓ ସ୍ଥାନୀୟ ଆକ୍ରାନ୍ତ ୧୬୮ ଜଣ ରହିଛନ୍ତି। ଏଥିସହ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦ ହଜାର ପାର କରିଛି। ଏ ନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ବିଟ କରି ସୂଚନା ଦିଆଯାଇଛି।

ଆଜି ଚିହ୍ନଟ ଆକ୍ରାନ୍ତଙ୍କ ମାନଙ୍କ ମଧ୍ୟରୁ ଗଞ୍ଜାମ ଜିଲାରୁ ସର୍ବାଧିକ ୨୭୩ ଜଣ ଚିହ୍ନଟ ହୋଇଛନ୍ତି । ଅନୁଗୁଳ-୪, ବାଲେଶ୍ବର -୨୮, ଭଦ୍ରକ- ୧, ବଲାଙ୍ଗୀର-୫, କଟକ-୨୯, ଢେଙ୍କାନାଳ- ୧, ଗଜପତି-୫୬ , ଜଗତସିଂହପୁର-୧୭, ଯାଜପୁର- ୧୬, ଝାରସୁଗୁଡା- ୧, କେନ୍ଦ୍ରାପଡା-୩, କେନ୍ଦୁଝର- ୭, ଖୋର୍ଦ୍ଧା- ୩୭, ମୟୁରଭଞ୍ଜ- ୧୪, ନବରଙ୍ଗପୁର- ୭, ନୟାଗଡ-୧, ପୁରୀ-୪, ରାୟଗଡ଼ା- ୧୦, ସମ୍ବଲପୁର- ୬, ସୁନ୍ଦରଗଡ-୫୧  ଜଣ ଚିହ୍ନଟ ହୋଇଛନ୍ତି । ଏଥିସହ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା- ୧୦,୯୭ରେ ପହଞ୍ଚିଛି ।

Hot this week

ରାଶିଫଳ: ଏହି ଦୁଇ ରାଶିଙ୍କୁ କର୍ମକ୍ଷେତ୍ରରୁ ଅପୂର୍ବ ସଫଳତା ମିଳିବ

ମେଷ: ଅଧ୍ୟାପନାର ପ୍ରସ୍ତୁତି ସ୍ବରୂପ ଅଧ୍ୟୟନରତ ହୋଇପାରନ୍ତି। କର୍ମକ୍ଷେତ୍ର ସହିତ ଅନ୍ୟାନ୍ୟ ବିଭିନ୍ନ...

ବଦଳିବ ପ୍ରଥମରୁ ଦ୍ବାଦଶ ପାଠ୍ୟପୁସ୍ତକ

ସ୍ଥାନିତ ହେବ ସ୍ଥାନୀୟ ପ୍ରସଙ୍ଗ ଭୁବନେଶ୍ବର : ଆଗାମୀ ଦିନରେ ପିଲା ଆଉ...

ଶୀତଦିନେ ଗରମ ପାଣିରେ ଗାଧୋଉଛନ୍ତି କି? ସାବଧାନ, ହେବ ବଡ ବିପଦ

ସମାଜ ଡିଜିଟାଲ ଡେସ୍କ: ଶୀତଦିନେ ଗରମ ପାଣିରେ ଗାଧୋଇବା ବହୁତ ଆରାମଦାୟକ...

ଚୀନ୍‌ ଗଣମାଧ୍ୟମର ଉଚ୍ଚ ପ୍ରଶଂସା

ବେଜିଂ : ରୁଷ୍‌ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନଙ୍କ ଦୁଇ ଦିନିଆ ଭାରତ...

ଟିଏମ୍‌ସି ସାଂସଦଙ୍କୁ ସମ୍ବିତ ପାତ୍ରଙ୍କ କଡ଼ା ଜବାବ

‘ଓଡ଼ିଶାରେ ବାଂଲାଦେଶୀଙ୍କ ସ୍ଥାନ ନାହିଁ ’ ନୂଆଦିଲ୍ଲୀ : ଲୋକସଭା ଶୂନ୍ୟକାଳରେ ବାଂଲାଦେଶୀ...

Related Articles

Popular Categories