www.samajalive.in
Wednesday, December 10, 2025
14.1 C
Bhubaneswar

ରାଜ୍ୟରେ ଆଜି ୧୩୨୦ କରୋନା ପଜିଟିଭ ଚିହ୍ନଟ : ୨୪ହଜାର ଟପିଲା ଆକ୍ରାନ୍ତଙ୍କ ସଂଖ୍ୟା

ଭୁବନେଶ୍ବର : ରାଜ୍ୟରେ ଆଜି ୧୩୨୦ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଆଜି ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରେ ସଙ୍ଗରୋଧ କେନ୍ଦ୍ରରୁ ୮୮୭ ଜଣ ଚିହ୍ନଟ ହୋଇଥିବାବେଳେ ୪୩୩ ସ୍ଥାନୀୟ ସଂକ୍ରମିତ ରହିଛନ୍ତି। ଏଥିସହିତ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨୪ ହଜାର ୧୩କୁ ବୃଦ୍ଧି ପାଇଛି।
ଆଜି ୨୪ ଜିଲାରୁ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଗଞ୍ଜାମ ଜିଲାରୁ ସର୍ବାଧିକ ୫୬୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେହିଭଳି ଅନୁଗୁଳ ଜିଲାରୁ ୬ଜଣ, ବାଲେଶ୍ୱରରୁ ୨୩ ଜଣ, ବରଗଡ ଜିଲ୍ଲାରୁ ୧୪ ଜଣ, ଭଦ୍ରକ ଜିଲ୍ଲାରୁ ୨୮ ଜଣ, ବଲାଙ୍ଗୀର ଜିଲ୍ଲାରୁ ୯ ଜଣ, କଟକ ଜିଲ୍ଲାରୁ ୪୭ଜଣ, ଦେଓଗଡ଼ ଜିଲ୍ଲାରୁ ଜଣେ, ଗଜପତି ଜିଲ୍ଲାରୁ ୯୦ଜଣ, ଜଗତସିଂହପୁର ଜିଲ୍ଲାରୁ ୩ଜଣ, ଯାଜପୁର ଜିଲ୍ଲାରୁ ୨୩ଜଣ, ଝାରସୁଗୁଡା ଜିଲ୍ଲାରୁ ୨ଜଣ, କଳାହାଣ୍ଡି ଜିଲ୍ଲାରୁ ଜଣେ, କନ୍ଧମାଳ ଜିଲ୍ଲାରୁ ୩୯ଜଣ, କେନ୍ଦ୍ରପଡ଼ା ଜିଲ୍ଲାରୁ ଜଣେ, କେନ୍ଦୁଝର ଜିଲ୍ଲାରୁ ୨୪ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୧୭୪ଜଣ, କୋରାପୁଟ ଜିଲ୍ଲାରୁ ୩୦ଜଣ, ନୟାଗଡ଼ ଜିଲ୍ଲାରୁ ୩୮ଜଣ, ନୂଆପଡ଼ା ଜିଲ୍ଲାରୁ ୪ଜଣ, ପୁରୀ ଜିଲ୍ଲାରୁ ୯୦ଜଣ, ରାୟଗଡ଼ା ଜିଲ୍ଲାରୁ ୬୫ଜଣ, ସୋନପୁର ଜିଲ୍ଲାରୁ ଜଣେ, ସୁନ୍ଦରଗଡ଼ ଜିଲ୍ଲାରୁ ୪୭ଜଣ ରହିଛନ୍ତି ।  ଏନେଇ ରାଜ୍ୟ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ଟ୍ବିଟ୍ କରି ସୂଚନା ଦିଆଯାଇଛି।

- Advertisement -

Hot this week

ବାରବାଟୀରେ ଭାରତର ବିରାଟ ବିଜୟ

କଟକ -   ବାରବାଟୀରେ ଭାରତର ବିରାଟ ବିଜୟ । ଦକ୍ଷିଣ ଆଫ୍ରିକାକୁ...

ଛାତ୍ରଙ୍କୁ ରାଗିଂ: ଡ୍ରଗ୍ସ ନେବାକୁ ବାଧ୍ୟ କଲେ, ପାଇଖାନା ଚଟାଣ ଚଟାଇଲେ

ପିପିଲି: ରାଜ୍ୟର ଏକ ପ୍ରମୁଖ ଘରୋଇ ବିଶ୍ୱବିଦ୍ୟାଳୟ ଅଧୀନରେ ଥିବା ରାଜଧାନୀ...

ଦକ୍ଷିଣ ଆଫ୍ରିକାକୁ ୧୭୬ ରନର ଟାର୍ଗେଟ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭ୍ରମଣକାରୀ ଦକ୍ଷିଣ ଆଫ୍ରିକାକୁ ୧୭୬...

ଭାରତର ପଞ୍ଚମ ଓ୍ୱିକେଟ ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତର ପଞ୍ଚମ ଓ୍ୱିକେଟ ପତନ...

ଭାରତର ତୃତୀୟ ଓ୍ୱିକେଟର ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତକୁ ତୃତୀୟ ଓ୍ୱିକେଟ୍‌ର ପତନ...

Related Articles

Popular Categories