www.samajalive.in
Tuesday, December 9, 2025
23.1 C
Bhubaneswar

୨୨ ଜିଲ୍ଲା କରୋନା ମୁକ୍ତ, ୮ଜିଲ୍ଲାରେ ଆକ୍ରାନ୍ତଙ୍କ ସଂଖ୍ୟା ଏକ ଅଙ୍କରେ

ଭୁବନେଶ୍ବର : ରାଜ୍ୟରେ କରୋନା ସଂକ୍ରମଣ ହ୍ରାସ ପାଉଛି । ଦିନକରେ ଆଉ ୧୧ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଫଳରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨ ଲକ୍ଷ ୮୭ ହଜାର ୮୩୪କୁ ବୃଦ୍ଧି ପାଇଛି। ସେହିପରି ଆଉ ୪୪ କରୋନା ଆକ୍ରାନ୍ତ  ସୁସ୍ଥ ହୋଇଛନ୍ତି। ରାଜ୍ୟର ୨୨ ଜିଲ୍ଲା କରୋନା ମୁକ୍ତ ରହିଛି। ମାତ୍ର  ୮ଜିଲ୍ଲାରେ ଆକ୍ରାନ୍ତଙ୍କ ସଂଖ୍ୟା ଏକ ଅଙ୍କରେ ସୀମିତ ରହିଛି । ଚିକିତ୍ସାଧୀନ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୧୭୫ ରହିଛି ।

Hot this week

ସ୍ମୃତି-ପଲାଶଙ୍କ କାହିଁକି ଭାଙ୍ଗିଲା ସମ୍ପର୍କ; ସାର୍ଥୀଙ୍କ ଏହି ଭୁଲକୁ ଝିଅମାନେ କେବେ କ୍ଷମା କରନ୍ତି ନାହିଁ

ସମାଜ ଡିଜିଟାଲ ଡେସ୍କ: ଭାରତୀୟ ମହିଳା କ୍ରିକେଟ ଦଳର ଉପ-ଅଧିନାୟିକା ସ୍ମୃତି...

ନର୍ମାଲ ଡେଲିଭରୀ ପାଇଁ ସରକାରୀ ହସ୍ପିଟାଲ ବାଛନ୍ତୁ-ମନ୍ତ୍ରୀ

ଭୁବନେଶ୍ୱର: ଘରୋଇ ହସ୍ପିଟାଲରେ ଅଧିକ ହେଉଛି ସିଜେରିଆନ ଡେଲିଭରୀ । ଗତ...

ଫାଟିଲା ଗ୍ୟାସ ସିଲିଣ୍ଡର : ଅଳ୍ପକେ ବର୍ତ୍ତିଗଲେ ପରିବାର

ସମାଜ ଲାଇଭ ଡ଼େସ୍କ : ଦେବଗଡ଼ରେ ଫାଟିଲା ଗ୍ୟାସ ସିଲିଣ୍ଡର ।...

୧୬ରେ ସୂର୍ଯ୍ୟଙ୍କ ଭ୍ରମଣ: ୭ଟି ରାଶି ପାଇଁ ଚ୍ୟାଲେଞ୍ଜ, ନୂତନ ବର୍ଷରେ କ୍ଷତି ହୋଇପାରେ

ସମାଜ ଡିଜିଟାଲ ଡେସ୍କ: ଗ୍ରହମାନଙ୍କର ରାଜା ସୂର୍ଯ୍ୟ, ଡିସେମ୍ବର ୧୬ ତାରିଖ...

ଶ୍ରୀଜଗନ୍ନାଥଙ୍କ ଦର୍ଶନ କଲେ ଭାରତୀୟ ଖେଳାଳି

ସମାଜ ଡିଜିଟାଲ ଡେସ୍କ: ମ୍ୟାଚ ପୂର୍ବରୁ ପୁରୀ ଯାଇ ମହାପ୍ରଭୁଙ୍କ ଦର୍ଶନ...

Related Articles

Popular Categories