www.samajalive.in
Monday, December 15, 2025
16.1 C
Bhubaneswar

ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦୩ରେ ପହଞ୍ଚିଲା

ଭୁବନେଶ୍ବର :  ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦୩ରେ ପହଞ୍ଚିଛି । ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ  ୱେବସାଇଟରୁ ଏହି ସୂଚନା ମିଳିଛି । ଶନିବାର ରାତି ୧୦ଟା ସୁଦ୍ଧା ଆକ୍ରାନ୍ତଙ୍କ ସଂଖ୍ୟା ୧୦୦ ଥିବାବେଳେ ପରେ ଆଉ ୩ ଜଣ ଆକ୍ରାନ୍ତ ହୋଇଥିବା ଜଣାପଡିଛି। ଏହି ୩ ଆକ୍ରାନ୍ତ ସୁନ୍ଦରଗଡ଼ ଜିଲ୍ଲାର ବୋଲି ଜଣାପଡିଛି।

ଫଳରେ ଏବେ ରାଜ୍ୟରେ ୬୮ ଜଣ କରୋନା ଆକ୍ରାନ୍ତ ରୋଗୀ ବିଭିନ୍ନ ଡାକ୍ତରଖାନାରେ ଚିକିତ୍ସିତି ହେଉଛନ୍ତି।  ୩୪ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି  ଏବଂ ଜଣଙ୍କର ମୃତ୍ୟୁ ଘଟିଛି ।

- Advertisement -

ଶନିବାର ସୁନ୍ଦରଗଡ଼ ଜିଲ୍ଲାର ଜଣେ ଆକ୍ରାନ୍ତ ସୁସ୍ଥ ହୋଇଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଟ୍ୱିଟ୍ ଯୋଗେ ସୂଚନା ଦିଆଯାଇଥିଲା । କିନ୍ତୁ ପରେ ପୁଣି୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଅନ୍ୟପକ୍ଷରେ ଶନିବାର ଯାଜପୁର ଜିଲ୍ଲାରୁ  ୬ଜଣ କରୋନା ଚିହ୍ନଟ ହୋଇଥିଲେ । ଏହା ସହ ଯାଜପୁରରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୮ରେ ପହଞ୍ଚିଛି ।

Hot this week

ପିକନିକ୍‌ରୁ ଫେରିବାବେଳେ ଦୁର୍ଘଟଣା..

ଛତ୍ରପୁର: ଛତ୍ରପୁର ଜାତୀୟ ରାଜପଥ ଏକାମ୍ରନଗରରେ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। କୋରାପୁଟରୁ...

ବହିଷ୍କୃତ ପରେ ମୁହଁ ଖୋଲିଲେ ମୋକିମ୍‌: ମୋ ବିଚାରଧାରା କଂଗ୍ରେସ ସହ ଅଛି

ସମାଜ ଡିଜିଟାଲ ଡେସ୍କ: କଂଗ୍ରେସରୁ ବହିଷ୍କୃତ ହେବା ପରେ ପ୍ରତିକ୍ରିୟା ରଖିଛନ୍ତି...

ମୁମ୍ବଇରେ ମେସି ମାନିଆ

ମୁମ୍ବଇ : ବିଶ୍ବବିଜେତା ଆର୍ଜେଣ୍ଟିନା ଫୁଟ୍‌ବଲ ଦଳର ଅଧିନାୟକ ଲିଓନେଲ୍ ମେସି...

ମେସିଙ୍କୁ ଜର୍ସି ଉପହାର ଦେଲେ ସଚିନ

ମୁମ୍ବଇ :କ୍ରିକେଟ୍ କିମ୍ବଦନ୍ତୀ ସଚିନ ତେନ୍ଦୁଲକରଙ୍କୁ କ୍ରିକେଟ ଜଗତର ସବୁଠାରୁ ବଡ...

ବର୍ଦ୍ଧିତ ବେତନ ଦାନ କରିବେ ବରଗଡ଼ ବିଧାୟକ

ବରଗଡ଼ : ଓଡ଼ିଶା ସରକାର ବିଧାୟକ ଓ ମନ୍ତ୍ରୀମାନଙ୍କ ଦରମା ବୃଦ୍ଧି...

Related Articles

Popular Categories