www.samajalive.in
Sunday, December 7, 2025
26.1 C
Bhubaneswar

ଡିସେମ୍ବର ସୁଦ୍ଧା ସମସ୍ତଙ୍କୁ ଟିକା: ଜାବଡେକର

ନୂଆଦିଲ୍ଲୀ: ଆସନ୍ତା ଡିସେମ୍ବର ସୁଦ୍ଧା ଦେଶର ସମସ୍ତ ନାଗରିକଙ୍କୁ କରୋନା ଟିକାକରଣ କରାଯିବ ବୋଲି କେନ୍ଦ୍ରମନ୍ତ୍ରୀ ପ୍ରକାଶ ଜାବଡେକର ଶୁକ୍ରବାର କହିଛନ୍ତି। କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ସୂଚନାକୁ ଆଧାର କରି ଜାବଡେକର କହିଛନ୍ତି ଯେ ୨୦୨୧ ଡିସେମ୍ବର ସୁଦ୍ଧା ଦେଶ ୨୧୬ କୋଟି ପାନ (ଡୋଜ୍) ଟିକା ଉତ୍ପାଦନ କରିବ। ଅର୍ଥାତ୍‌ ଏହି ଟିକାକୁ ଦେଶର ୧୦୮ କୋଟି ନାଗରିକଙ୍କୁ ଦିଆଯିବ। ତେଣୁ ଡିସେମ୍ବର ସୁଦ୍ଧା ଦେଶର ସମସ୍ତ ନାଗରିକଙ୍କୁ ଟିକା ମିଳିଯିବ।


କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କ ସମାଲୋଚନା ଉପରେ ପ୍ରତିକ୍ରିୟା ରଖି ଜାବଡେକର ଏପରି କହିଛନ୍ତି। ସରକାରଙ୍କୁ ରାହୁଲଙ୍କ ସମାଲୋଚନାକୁ ଜାବଡେକର ନାପସନ୍ଦ କରିଛନ୍ତି। ସେ କହିଛନ୍ତି ଯେ ବର୍ତ୍ତମାନ ପରସ୍ଥିତିରେ ସରକାରଙ୍କୁ ଅପମାନିତ କରିବାର ଉଦ୍ୟମ ଦୁଃଖଦାୟକ।

Hot this week

ଟ୍ରକ୍‌-ବାଇକ୍ ଧକ୍କା : ସ୍ଵାମୀ ଆଗରେ ଚାଲିଗଲା ସ୍ତ୍ରୀର ଜୀବନ

ହରଭଙ୍ଗା : ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ପୁରୁଣାକଟକ ଥାନା ଅନ୍ତର୍ଗତ...

ଅପରାହ୍ନ ୧ଟା ମୁଖ୍ୟ ଖବର

() ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ ୨୫ ମୃତ...ମୃତକଙ୍କ ପରିବାରକୁ...

କଣ ରହିଛି ବିଶ୍ଵାସ, କାହିଁକି କାଠକୁ ଛୁଅଁନ୍ତି ଲୋକେ ?

ନୂଆଦିଲ୍ଲୀ : ଦୀର୍ଘ ବର୍ଷ ଧରି ସାରା ବିଶ୍ଵରେ ଅନେକ ଅଜବ...

ଲୋକସଭାରେ ବନ୍ଦେ ମାତରମ୍ ଉପରେ ବିତର୍କ କରିବେ ମୋଦୀ

ସମାଜ ଲାଇଭ ଡ଼େସ୍କ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆସନ୍ତାକାଲି ଲୋକସଭାରେ...

ଗୋଆ ଅଗ୍ନିକାଣ୍ଡ : ନାଇଟ୍ କ୍ଲବ୍ ମାଲିକଙ୍କ ବିରୋଧରେ ମାମଲା ରୁଜୁ

ସମାଜ ଲାଇଭ ଡ଼େସ୍କ : ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ...

Related Articles

Popular Categories