www.samajalive.in
Monday, December 8, 2025
27.1 C
Bhubaneswar

ପ୍ରଥମ ପର୍ଯ୍ୟାୟରେ କୋଭିଡ ଯୋଦ୍ଧା ଓ ବୟସ୍କଙ୍କୁ ମାଗଣା କରୋନା ଟିକା

ଭୁବନେଶ୍ୱର: ପ୍ରଥମ ପର୍ଯ୍ୟାୟରେ କୋଭିଡ ଯୋଦ୍ଧା ଓ ବୟସ୍କଙ୍କୁ କରୋନା ଟିକା ଦିଆଯିବ। ସମ୍ପୂର୍ଣ୍ଣ ମାଗଣାରେ ଏହି ଟିକା ଯୋଗାଇ ଦିଆଯିବ ବୋଲି ସ୍ୱାସ୍ଥ୍ୟ ମନ୍ତ୍ରୀ ନବ ଦାସ ଗୁରୁବାର ସୂଚନା ଦେଇଛନ୍ତି।

ଦୀର୍ଘ ୮ମାସ ଧରି ବିଶ୍ୱକୁ ନାକେଦମ କରି ରଖିଥିବା କରୋନା ମହାମାରୀ ଏବେ ପରାଜିତ ହେବାକୁ ଯାଉଛି। କେନ୍ଦ୍ର ସରକାରଙ୍କ ପକ୍ଷରୁ କରୋନା ଟିକା ଖୁବଶୀଘ୍ର ଯୋଗାଇ ଦିଆଯିବ ବୋଲି ରାଜ୍ୟ ସରକାରଙ୍କୁ ଆଶ୍ବସ୍ତ କରାଯିବା ପରେ ସ୍ବାସ୍ଥ୍ୟବିଭାଗ ପକ୍ଷରୁ ତତ୍ପରତା ‌ଦେଖାଦେଇଛି। ପ୍ରଥମ ପର୍ଯ୍ୟାୟରେ କରୋନା ଟିକା ଡାକ୍ତର, ସ୍ୱାସ୍ଥ୍ୟ କର୍ମୀଙ୍କ ସହିତ ପୌର, ସ୍ୱାସ୍ଥ୍ୟ ଓ ପାନୀୟ ଜଳ ଯୋଗାଣ କର୍ମଚାରୀଙ୍କୁ ମାଗଣାରେ ମିଳିବ। ବରିଷ୍ଠ ନାଗିକମାନଙ୍କୁ ମଧ୍ୟ ମାଗଣାରେ ଟିକା ଦିଆଯିବ ନେଇ ସ୍ୱାସ୍ଥ୍ୟ ମନ୍ତ୍ରୀ ସୂଚନା ଦେଇଛନ୍ତି।

- Advertisement -

 

Hot this week

ରାଜ୍ୟରେ ହାଡଭଙ୍ଗା ଶୀତ

ଭୁବନେଶ୍ଵର : ସାରା ରାଜ୍ୟରେ ହାଡଭଙ୍ଗା ଶୀତ ଜାରି ରହିଛି। ...

ବଢିଛି ଡିଜିଟାଲ ଆରେଷ୍ଟ

ଭୁବନେଶ୍ଵର: ବିଜେପି ସରକାରରେ ବଢିଛି ଡିଜିଟାଲ ଆରେଷ୍ଟ। ଆଜି ଏ ନେଇ...

ଆମେରିକା ସହିତ ଶାନ୍ତି ଆଲୋଚନା ସହଜ ନୁହେଁ : ଜେଲେନସ୍କି

ସମାଜ ଲାଇଭ ଡେସ୍କ : ୟୁକ୍ରେନର ରାଷ୍ଟ୍ରପତି ଭୋଲୋଡିମିର ଜେଲେନସ୍କି କହିଛନ୍ତି...

୪ ବର୍ଷରେ ନଦୀରେ ବୁଡି ୧୭୫୦ ମୃତ

ଭୁବନେଶ୍ଵର : ୪ ବର୍ଷରେ ନଦୀରେ ବୁଡି ଯାଇଛି ୧୭୫୦ ଜୀବନ।...

ରାଜ୍ୟରେ ବଢୁଛି ମାତୃ ମୃତ୍ୟୁ ହାର

ଭୁବନେଶ୍ଵର:ରାଜ୍ୟରେ ବଢୁଛି ମାତୃ ମୃତ୍ୟୁ ହାର। ୨୦୧୭ ମସିହାରୁ ୨୦୧୯ ମସିହା...

Related Articles

Popular Categories