www.samajalive.in
Sunday, December 7, 2025
16.1 C
Bhubaneswar

ରାଜ୍ୟରେ ଆଉ ୪ କରୋନା ରୋଗୀ ଚିହ୍ନଟ : ସଂକ୍ରମିତଙ୍କ ସଂଖ୍ୟା ୫୪କୁ ବୃଦ୍ଧି

ଭୁବନେଶ୍ବର: ରାଜ୍ୟରେ ଶନିବାର ରାତିରେ ଆଉ ଚାରି ଜଣ କରୋନା ରୋଗୀ ଚିହ୍ନଟ ହୋଇଛନ୍ତି। ଏଥିସହ ଓଡ଼ିଶାରେ କରୋନା ରୋଗୀଙ୍କ ସଂଖ୍ୟ ୫୪କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସରକାରଙ୍କ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ୍ ଜରିଆରେ ସୂଚନା ଦିଆଯାଇଛି। ତେବେ ଏ ମଧ୍ୟରୁ ୧୨ ଜଣ ସୁସ୍ଥ ହୋଇଥିବା ବେଳେ ଜଣଙ୍କର ମୃତ୍ୟୁ ହୋଇଛି।

Hot this week

ଆଠଗଡ଼ର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଡଃ ରାଧାନାଥ ଜୟନ୍ତୀ ପାଳିତ

ସମାଜ ନ୍ୟୁଜ ଡେସ୍କ- ଆଠଗଡର ସର୍ବପୁରାତନ ପିଏମଶ୍ରୀ ବିଶ୍ଵନାଥ ବିଦ୍ୟାପୀଠରେ ବିଶିଷ୍ଟ...

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

ସରକାର ସ୍ଥିର କଲେ ବିମାନ ଭଡ଼ା, ଇଣ୍ଡିଗୋ CEOଙ୍କୁ କାରଣ ଦର୍ଶାଅ ନୋଟିସ୍

ସମାଜ ନ୍ୟୁଜ ଡେସ୍କ- ଇଣ୍ଡିଗୋ ସଙ୍କଟକୁ ଦୃଷ୍ଟିରେ ରଖି, ଭାରତ ସରକାରଙ୍କ...

SSI ସ୍ପୋର୍ଟ୍ସ ଆୱାର୍ଡ; ଯୋଗ ଦେଲେ ବହୁ ଅଲିମ୍ପିଆଡ ଓ କିମ୍ବଦନ୍ତୀ ଖେଳାଳି

ସମାଜ ନ୍ୟୁଜ ଡେସ୍କ- SSI ଭୁବନେଶ୍ବର ପକ୍ଷରୁ ତୃତୀୟ ଥର ପାଇଁ...

Related Articles

Popular Categories